logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ସଚିବଙ୍କ ସହିତ ସାମ୍ବାଦିକ ସଂଘର କର୍ମକର୍ତ୍ତାମାନଙ୍କ ଆଲୋଚନା କରାଯାଇଛି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ରାଜ୍ୟର ସାମ୍ବାଦିକମାନଙ୍କର ସମସ୍ୟା ଓ ଦାବୀ ସମ୍ପର୍କରେ ଆଲୋଚନା କରିଛନ୍ତି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକୁ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନୁ ଶର୍ମା, ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୂଜ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରବୀର ସିଂ ଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ଅଧୂକାରୀମାନେ ଉପସ୍ଥିତ ଥିଲେ

1 hr ago
user_ମାନସ କୁମାର ଦାସ
ମାନସ କୁମାର ଦାସ
Credit reporting agency ପିପିଲି, ପୁରୀ, ଓଡ଼ିଶା•
1 hr ago
a9f96fa8-02e9-4cc7-a922-663e4ba10236

ସଚିବଙ୍କ ସହିତ ସାମ୍ବାଦିକ ସଂଘର କର୍ମକର୍ତ୍ତାମାନଙ୍କ ଆଲୋଚନା କରାଯାଇଛି ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ରାଜ୍ୟର ସାମ୍ବାଦିକମାନଙ୍କର ସମସ୍ୟା ଓ ଦାବୀ ସମ୍ପର୍କରେ ଆଲୋଚନା କରିଛନ୍ତି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଂଜନ କୁମାର ସିଂ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଅତିରିକୁ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନୁ ଶର୍ମା, ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୂଜ କୁମାର ଦାସ ପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ଗୁରବୀର ସିଂ ଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ଅଧୂକାରୀମାନେ ଉପସ୍ଥିତ ଥିଲେ

More news from ଓଡ଼ିଶା and nearby areas
  • wonder land school annual function
    1
    wonder land school annual function
    user_DAILYNEWS ALERT
    DAILYNEWS ALERT
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    17 min ago
  • ନିମାପଡ଼ା( BT) : ନିମାପଡ଼ା ବିଜ୍ଞପିତ ଅଂଚଳ ପରିଷଦ ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ବିଶାଳ ଶୋଭାଯାତ୍ରା ଓ ସଫେଇ କାର୍ଯ୍ୟକ୍ରମ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ବିଭିନ୍ନ ମହିଳା ସଂଗଠନ ଓ ସମାଜସେବିକା କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଜଣାପଡ଼ିଛି । ଏକ ଶୋଭାଯାତ୍ରା ନୂଆ ବଷ୍ଟାଣ୍ଡ୍ ଠାରୁ ରୁ ବାହାରି ସହର ପରିକ୍ରମା କରିଥିବା ବେଳେ ଥାନା ନିକଟରେ ଥିବା ସହିଦୀ ପଡ଼ିଆ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । । ସେଠାରେ ପଡ଼ି ଥିବା ଗଛର ପତ୍ରକୁ ସଫା କରାଯାଇଥିଲା । ପରେ ବିଭିନ୍ନ ସ୍ଥାନରେ ସ୍ଵଚ୍ଛ ଭାରତ ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜ୍ଞାପିତ ପରିଷଦ ଅଧ୍ଯକ୍ଷା ସସ୍ମିତା ସାହୁ, ଉପାଧ୍ଯକ୍ଷ ସନ୍ତୋଷ ଦାଶ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଚିନ୍ମୟ ଦାସ ଓ କେତେକ କାଉନସିଲର ଯୋଗ ଦେଇଥିଲେ । ଏହା ପରେ ସଫେଇ କର୍ମଚାରୀ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା।
    4
    ନିମାପଡ଼ା( BT) :  ନିମାପଡ଼ା ବିଜ୍ଞପିତ ଅଂଚଳ ପରିଷଦ  ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ବିଶାଳ ଶୋଭାଯାତ୍ରା ଓ ସଫେଇ  କାର୍ଯ୍ୟକ୍ରମ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ବିଭିନ୍ନ ମହିଳା ସଂଗଠନ ଓ ସମାଜସେବିକା କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଜଣାପଡ଼ିଛି । ଏକ ଶୋଭାଯାତ୍ରା ନୂଆ ବଷ୍ଟାଣ୍ଡ୍ ଠାରୁ ରୁ ବାହାରି ସହର ପରିକ୍ରମା କରିଥିବା ବେଳେ ଥାନା ନିକଟରେ ଥିବା ସହିଦୀ ପଡ଼ିଆ  ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । । ସେଠାରେ ପଡ଼ି ଥିବା ଗଛର ପତ୍ରକୁ ସଫା କରାଯାଇଥିଲା । ପରେ ବିଭିନ୍ନ ସ୍ଥାନରେ ସ୍ଵଚ୍ଛ ଭାରତ ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଜ୍ଞାପିତ ପରିଷଦ ଅଧ୍ଯକ୍ଷା  ସସ୍ମିତା ସାହୁ, ଉପାଧ୍ଯକ୍ଷ ସନ୍ତୋଷ ଦାଶ, କାର୍ଯ୍ୟ ନିର୍ବାହୀ ଅଧିକାରୀ ଚିନ୍ମୟ ଦାସ ଓ କେତେକ କାଉନସିଲର ଯୋଗ ଦେଇଥିଲେ । ଏହା ପରେ ସଫେଇ କର୍ମଚାରୀ ମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା।
    user_Bibhuti TV
    Bibhuti TV
    Artist ନିମାପଡା, ପୁରୀ, ଓଡ଼ିଶା•
    3 hrs ago
  • ମର୍ଦ୍ଦମେଖ ଅଞ୍ଚଳରେ ବିଦ୍ୟୁତ ତାର ଛିଡ଼ି ସର୍ଟ ସର୍କିଟ ହେବାରୁ ଚାଷଜମିରେ ଥିବା ଧାନଗଦାରେ ନିଆଁ ଲାଗି ଦୁଇ ଏକର ଧାନ ପୋଡ଼ି ନଷ୍ଟ। କୋଦଳା ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି।
    2
    ମର୍ଦ୍ଦମେଖ ଅଞ୍ଚଳରେ ବିଦ୍ୟୁତ ତାର ଛିଡ଼ି ସର୍ଟ ସର୍କିଟ ହେବାରୁ ଚାଷଜମିରେ ଥିବା ଧାନଗଦାରେ ନିଆଁ ଲାଗି ଦୁଇ ଏକର ଧାନ ପୋଡ଼ି ନଷ୍ଟ। କୋଦଳା ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିବା ବେଳେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି।
    user_Odisha khabar
    Odisha khabar
    Bhubaneswar (M.Corp.), Khordha•
    20 hrs ago
  • ପୁରୀ ଜିଲ୍ଲା ନିମାପଡା ବ୍ଲକ ବଳଙ୍ଗା ମେଳନ ପଡିଆରେ ବାଣ ଫୁଟାଯାଉଥିବା ବେଳେ ଘଟିଛି ଅଘଟଣ। ବାଣର ନିଆଁ ଖସି ମେଳନ ପଡିଆରେ ଥିବା ମନ୍ଦିର ଚୂଡାରେ ସଜାଯାଇଥିବା ପ୍ଲାଷ୍ଟିକ ଫୁଲରେ ନିଆଁ ଲାଗିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ବଳଙ୍ଗା ଅଞ୍ଚଳରେ ଚାଲୁଥିବା ମେଳନ ଉତ୍ସବ ସମୟରେ ବାଣ ଫୁଟାଯାଉଥିଲା। ସେହି ସମୟରେ ବାଣର ନିଆଁ ଖସି ମେଳନ ପଡିଆରେ ଥିବା ମନ୍ଦିର ଚୂଡାରେ ଲାଗିଥିବା ପ୍ଲାଷ୍ଟିକ ଫୁଲରେ ନିଆଁ ଲାଗିଯାଇଥିଲା। ଘଟଣା ଦେଖି ଲୋକମାନଙ୍କ ମଧ୍ୟରେ କିଛି ସମୟ ପାଇଁ ଭୟ ଓ ଆତଙ୍କ ସୃଷ୍ଟି ହୋଇଥିଲା।ଘଟଣା ସ୍ଥଳରେ ମୁତୟନ ଥିବା ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣରେ ଆଣିଥିବା ସୂଚନା ମିଳିଛି।
    1
    ପୁରୀ ଜିଲ୍ଲା ନିମାପଡା ବ୍ଲକ ବଳଙ୍ଗା ମେଳନ ପଡିଆରେ ବାଣ ଫୁଟାଯାଉଥିବା ବେଳେ ଘଟିଛି ଅଘଟଣ। ବାଣର ନିଆଁ ଖସି ମେଳନ ପଡିଆରେ ଥିବା ମନ୍ଦିର ଚୂଡାରେ ସଜାଯାଇଥିବା ପ୍ଲାଷ୍ଟିକ ଫୁଲରେ ନିଆଁ ଲାଗିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ବଳଙ୍ଗା ଅଞ୍ଚଳରେ ଚାଲୁଥିବା ମେଳନ ଉତ୍ସବ ସମୟରେ ବାଣ ଫୁଟାଯାଉଥିଲା। ସେହି ସମୟରେ ବାଣର ନିଆଁ ଖସି ମେଳନ ପଡିଆରେ ଥିବା ମନ୍ଦିର ଚୂଡାରେ ଲାଗିଥିବା ପ୍ଲାଷ୍ଟିକ ଫୁଲରେ ନିଆଁ ଲାଗିଯାଇଥିଲା। ଘଟଣା ଦେଖି ଲୋକମାନଙ୍କ ମଧ୍ୟରେ କିଛି ସମୟ ପାଇଁ ଭୟ ଓ ଆତଙ୍କ ସୃଷ୍ଟି ହୋଇଥିଲା।ଘଟଣା ସ୍ଥଳରେ ମୁତୟନ ଥିବା ଅଗ୍ନିଶମ ବାହିନୀ  ନିଆଁକୁ ନିୟନ୍ତ୍ରଣରେ ଆଣିଥିବା ସୂଚନା ମିଳିଛି।
    user_Shantanu Mohanty
    Shantanu Mohanty
    Local News Reporter ନିମାପଡା, ପୁରୀ, ଓଡ଼ିଶା•
    23 hrs ago
  • Post by Manoj kumar baliyarsingh
    4
    Post by Manoj kumar baliyarsingh
    user_Manoj kumar baliyarsingh
    Manoj kumar baliyarsingh
    ସାମ୍ବାଦିକ ପୁରୀ (M), ପୁରୀ, ଓଡ଼ିଶା•
    4 hrs ago
  • Post by Rajesh Samantaray
    1
    Post by Rajesh Samantaray
    user_Rajesh Samantaray
    Rajesh Samantaray
    Bank Sadar, Puri•
    5 hrs ago
  • ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    1
    ଏ ହେଉଛି କଟକ ଏସସିବି ମେଡିକାଲର ଦୃଶ୍ୟ। ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଆସିଲାନି ବ୍ୟାଟେରୀ ଗାଡ଼ି। ବୁହା ହେଇଗଲା ରୋଗୀ। ସୂଚନା ମୁତାବକ, ଆଇସିୟୁ ରୁ ୱାର୍ଡ କୁ ନେବା ପାଇଁ ଉପଲବ୍ଧ ଥିବା ବ୍ୟାଟେରୀ ଗାଡିକୁ ରୋଗୀଙ୍କ ସମ୍ପର୍କୀୟ ବାରମ୍ବାର ଫୋନ କରିଥିଲେ ମଧ୍ୟ ବ୍ୟାଟେରୀ ଗାଡ଼ି ଆସିବାରେ ବିଳମ୍ବ ହୋଇଥିଲା। ଯାହା ପରେ ରୋଗୀଙ୍କ ସମ୍ପର୍କୀୟ ଷ୍ଟେଚର୍ ସାହାର୍ଯ୍ୟରେ ଟେକି ଟେକି ୱାର୍ଡକୁ ନେଇକି ଯିବାର ଦେଖିବାକୁ ମିଳିଛି।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    11 hrs ago
  • wonder land school annual function
    1
    wonder land school annual function
    user_DAILYNEWS ALERT
    DAILYNEWS ALERT
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    21 min ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.