Shuru
Apke Nagar Ki App…
ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏
Baleswar Naik
ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏
More news from Kalahandi and nearby areas
- ଦେଖନ୍ତୁ ଜିଲ୍ଲା କଳାହାଣ୍ଡି ଓ ରାୟଗଡ଼ା ର 🙏🙏🙏1
- ରାୟଗଡ଼ା ଜିଲ୍ଲା ଗୁଣପୁର ବ୍ଳକ ଥିବା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ର ରାତ୍ରୀ ଅଧରେ ରୋଗିଙ୍କୁ ଦେଖିବାକୁ ପହଞ୍ଚିଲେ1
- ଦୁର୍ଗନ୍ଧ ରେ ଭାସୁଛି ଭବାନୀପାଟଣା ବସଷ୍ଟାଣ୍ଡ1
- ଉମେରକୋଟ ଅଂଚଳ ରେ ରନ୍ଧନ ଗ୍ୟାସ ନ ମିଳିବାରୁ ରାଜ ରାସ୍ତା କୁ ଓହଲ୍ଲାଇ ଲେ କଂଗ୍ରେସ କର୍ମୀ ଓ ସାଧାରଣ ଜନତା1
- ବାର୍ ଭିତରେ ଆକ୍ରମଣ ଜଣେ ଗୁରୁତର1
- ବର୍ତମାନ ସମଗ୍ର ଟିଟିଲାଗଡ଼ ଅଂଚଳ ରେ ତାପମାତ୍ରା ୪୩ଡିଗ୍ରୀ ଉପରେ ରହୁଛି l ଭୟଙ୍କର ରୌଦ୍ରତାପ ଜାରି ରହିଛି l ଅନ୍ୟ ପଟରେ ଟିଟିଲାଗଡ଼ ସହର କୁ ଲାଗି ରହିଥିବା ବର୍ଣ୍ଣି ଜଙ୍ଗଲ ରେ ନିଆଁ ଲାଗି ବହୁ ମୂଲ୍ୟବାନ ଗଛ ଗୁଡିକ ଜଳି ପୋଡି ପାଉଁଶ ହେବାରେ ଲାଗିଛି l ତାପମାତ୍ରା କୁ ରୋକିବାକୁ ହେଲେ ବ୍ୟାପକ ଵନିକରଣ ର ଆବଶ୍ୟକ ରହିଥିବା ବେଳେ ସ୍ଥାନୀୟ ଜଙ୍ଗଲ ବିଭାଗ ଅଧିକାରୀ ଙ୍କ ଅପାରଗତା ଯୋଗୁଁ ଯେଉଁ ଟିକକ ଜଙ୍ଗଲ ରହିଛି ତାହା ବି ନିଆଁ ର କବଳରେ ରହି ଛାରଖାର ହେବାରେ ଲାଗିଛି l ବୃକ୍ଷ ରୋପଣ, ଜଙ୍ଗଲ ସୃଷ୍ଟି ନେଇ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି l ଜଳବାୟୁ, ପାଣିପାଗ ତଥା ପରିବେଶ ର ସଠିକ ସନ୍ତୁଳନ ପାଇଁ ଜଙ୍ଗଲ ନିହାତି ଆବଶ୍ୟକ ହୋଇଥିବା ବେଳେ ଏବେ ଜଙ୍ଗଲ ନଷ୍ଟ ହେଉଥିବା ଯୋଗୁଁ ପରିବେଶବିତ ମାନେ ଏହାକୁ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି l ରାଜ୍ୟ ରାଜକୋଷ ରୁ ଦରମା ନେଉଥିବା ବନବିଭାଗ ଜଙ୍ଗଲ ସୁରକ୍ଷା କରିବା ସହିତ ବିଭିନ୍ନ ସ୍ଥାନରେ ଲାଗିଥିବା ନିଆଁ କୁ ଲିଭାଇ ଜଙ୍ଗଲ ବଞ୍ଚାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଜରୁରୀ l ନଚେତ ଆଗକୁ ଏହାର ପ୍ରଭାବ ପରିବେଶ ଉପରେ ପଡିବା ସହିତ ଟିଟିଲାଗଡ଼ ର ତାପମାତ୍ରା ଆହୁରି ବଢିବ....3
- ଜୟପୁର ବିଜେଡି ଦଳ ପକ୍ଷରୁ ଓଡ଼ିଶାର ଗୌରବ ଓ ଗର୍ବ, ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଗମ୍ଭୀରତା ସହ ପାଳନ କରାଯାଇଛି। ଏହି ଅବସରରେ ଦଳୀୟ ନେତା ଓ କର୍ମୀମାନେ ବିଜୁ ବାବୁଙ୍କ ଆଦର୍ଶକୁ ସ୍ମରଣ କରି ସମାଜ ସେବାରେ ନିଜକୁ ନିଯୁକ୍ତ କରିବାକୁ ସଂକଳ୍ପ ନେଇଥିଲେ। ଏବଂ ଜୟପୁର ପୌରପାଳିକାରେ ଚାଲୁଥିବା ଦୁର୍ନୀତି ବିରୋଧରେ ଜନଆନ୍ଦୋଳନ ଆରମ୍ଭ କରାଯିବ ବୋଲି ମଧ୍ୟ ନିଷ୍ପତି ନିଆଯାଇଛି। ଏହା ସମ୍ପର୍କରେ ସୂଚନା ଦେଇଲେ ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦ1
- ଦେଖନ୍ତୁ କଣ୍ଟାମାଳ ଗ୍ରାମ ର 🙏🙏🙏1