logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବେହାଲ, ଶ୍ରେଣୀଗୃହରେ ଶୋଇ ରହୁଛନ୍ତି ଶିକ୍ଷକ" ! ବୁଗୁଡ଼ା-୨୭/୦୮:(ପୂର୍ଣ୍ଣଚନ୍ଦ୍ର ଚନ୍ଦ୍ର ବାରିକ) ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାର ଦୟନୀୟ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠି ଛାତ୍ରଛାତ୍ରୀମାନେ ଶିକ୍ଷା ଗ୍ରହଣ ପାଇଁ ବିଦ୍ୟାଳୟକୁ ଆସୁଛନ୍ତି, ସେଠାରେ ଶିକ୍ଷକ ଶ୍ରେଣୀଗୃହରେ ଆରାମରେ ଶୋଇ ରହୁଥିବା ଦୃଶ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହିଭଳି ଦୃଶ୍ୟ ଦେଖିବାକୁ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରଚୁଲି ପଞ୍ଚାୟତ କିରିଆମ୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ସୂଚନା ଅନୁସାରେ ଏହି ବିଦ୍ୟାଳୟ ର ସହକାରୀ ଶିକ୍ଷକ ପଦ୍ମଲାଭ ପାତ୍ର ଠିକ ସମୟରେ ବିଦ୍ୟାଳୟକୁ ଆସୁନଥିବା ବେଳେ, ପାଠ ନ ପଢାଇ ବିଦ୍ୟାଳୟ ଶୋଇ ରହୁଛନ୍ତି, ଏବଂ ଛାତ୍ରଛାତ୍ରୀଙ୍କୁ ଖରାପ ବ୍ୟବହାର ମଧ୍ୟ କରୁଛନ୍ତି, ଏହାକୁ ପ୍ରଧାନ ଶିକ୍ଷକ ବିରୋଧ କଲେ ସମ୍ପୃକ୍ତ ଶିକ୍ଷକ ଙ୍କ ଭାଇ ପ୍ରହଲ୍ଲାଦ ପାତ୍ର ଯିଏ କି ନୂଆପଲ୍ଲୀ ବିଦ୍ୟାଳୟର ଶିକ୍ଷକ ସେ ସବୁବେଳେ ଆସି ବିଦ୍ୟାଳୟ ରେ ଝଗଡା କରୁଛନ୍ତି, ଏ ନେଇ ବୁଗୁଡ଼ା ଗୋଷ୍ଠି ଶିକ୍ଷା ଅଧିକାରୀ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ! ବିଦ୍ୟାଳୟରେ ପାଠପଢା ସମୟରେ ଏଭଳି ଘଟଣା ଘଟିଥିବାରୁ ଅଭିଭାବକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସରକାର ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ କେତେକ ଶିକ୍ଷକଙ୍କ ଏଭଳି ଖାମଖିଆଲି ମନୋଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାରମୟ ହେବାର ଆଶଙ୍କା ଦେଖାଦେଇଛି। ଶିକ୍ଷକ ପାଠ ପଢ଼ାଇବା ପରିବର୍ତ୍ତେ ବିଦ୍ୟାଳୟରେ ଶୋଇ ରହିବା ଘଟଣା ଶିକ୍ଷା ବିଭାଗର କାର୍ଯ୍ୟଶୈଳୀ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛି। ଅଭିଭାବକମାନଙ୍କ କହିବା ଅନୁଯାୟୀ, ଏଭଳି ଅବହେଳା ଯୋଗୁଁ ଛାତ୍ରଛାତ୍ରୀମାନେ ଠିକ୍ ଭାବରେ ପାଠପଢ଼ାର ସୁଯୋଗ ପାଉନାହାନ୍ତି। ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।

6 hrs ago
user_PURNACHANDRA BARIK
PURNACHANDRA BARIK
Local News Reporter ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
6 hrs ago
5a844c94-210a-4f91-8ac6-7ca3f64b08ae

ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥା ବେହାଲ, ଶ୍ରେଣୀଗୃହରେ ଶୋଇ ରହୁଛନ୍ତି ଶିକ୍ଷକ" ! ବୁଗୁଡ଼ା-୨୭/୦୮:(ପୂର୍ଣ୍ଣଚନ୍ଦ୍ର ଚନ୍ଦ୍ର ବାରିକ) ଉପାନ୍ତ ଅଞ୍ଚଳରେ ଶିକ୍ଷା ବ୍ୟବସ୍ଥାର ଦୟନୀୟ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠି ଛାତ୍ରଛାତ୍ରୀମାନେ ଶିକ୍ଷା ଗ୍ରହଣ ପାଇଁ ବିଦ୍ୟାଳୟକୁ ଆସୁଛନ୍ତି, ସେଠାରେ ଶିକ୍ଷକ ଶ୍ରେଣୀଗୃହରେ ଆରାମରେ ଶୋଇ ରହୁଥିବା ଦୃଶ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହିଭଳି ଦୃଶ୍ୟ ଦେଖିବାକୁ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରଚୁଲି ପଞ୍ଚାୟତ କିରିଆମ୍ବା ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ସୂଚନା ଅନୁସାରେ ଏହି ବିଦ୍ୟାଳୟ ର ସହକାରୀ ଶିକ୍ଷକ ପଦ୍ମଲାଭ ପାତ୍ର ଠିକ ସମୟରେ ବିଦ୍ୟାଳୟକୁ

7775a7b1-e708-485c-960a-464016e19973

ଆସୁନଥିବା ବେଳେ, ପାଠ ନ ପଢାଇ ବିଦ୍ୟାଳୟ ଶୋଇ ରହୁଛନ୍ତି, ଏବଂ ଛାତ୍ରଛାତ୍ରୀଙ୍କୁ ଖରାପ ବ୍ୟବହାର ମଧ୍ୟ କରୁଛନ୍ତି, ଏହାକୁ ପ୍ରଧାନ ଶିକ୍ଷକ ବିରୋଧ କଲେ ସମ୍ପୃକ୍ତ ଶିକ୍ଷକ ଙ୍କ ଭାଇ ପ୍ରହଲ୍ଲାଦ ପାତ୍ର ଯିଏ କି ନୂଆପଲ୍ଲୀ ବିଦ୍ୟାଳୟର ଶିକ୍ଷକ ସେ ସବୁବେଳେ ଆସି ବିଦ୍ୟାଳୟ ରେ ଝଗଡା କରୁଛନ୍ତି, ଏ ନେଇ ବୁଗୁଡ଼ା ଗୋଷ୍ଠି ଶିକ୍ଷା ଅଧିକାରୀ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ! ବିଦ୍ୟାଳୟରେ ପାଠପଢା ସମୟରେ ଏଭଳି ଘଟଣା ଘଟିଥିବାରୁ ଅଭିଭାବକ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ

9b4f231d-2119-4e34-9c9b-1b846183606f

ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସରକାର ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ କେତେକ ଶିକ୍ଷକଙ୍କ ଏଭଳି ଖାମଖିଆଲି ମନୋଭାବ ଯୋଗୁଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାରମୟ ହେବାର ଆଶଙ୍କା ଦେଖାଦେଇଛି। ଶିକ୍ଷକ ପାଠ ପଢ଼ାଇବା ପରିବର୍ତ୍ତେ ବିଦ୍ୟାଳୟରେ ଶୋଇ ରହିବା ଘଟଣା ଶିକ୍ଷା ବିଭାଗର କାର୍ଯ୍ୟଶୈଳୀ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛି। ଅଭିଭାବକମାନଙ୍କ କହିବା ଅନୁଯାୟୀ, ଏଭଳି ଅବହେଳା ଯୋଗୁଁ ଛାତ୍ରଛାତ୍ରୀମାନେ ଠିକ୍ ଭାବରେ ପାଠପଢ଼ାର ସୁଯୋଗ ପାଉନାହାନ୍ତି। ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।

More news from ଓଡ଼ିଶା and nearby areas
  • my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
    4
    my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha 
my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
    user_PramodTulasi Alatia
    PramodTulasi Alatia
    ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    1 hr ago
  • my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
    4
    my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha 
my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
    user_Tulasi Pramod Alatia
    Tulasi Pramod Alatia
    ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    7 hrs ago
  • ତ୍ରିରଙ୍ଗା ରେ ତ୍ରିରଙ୍ଗା ଛଳନା ରଙ୍ଗରେ ସାରା ଦୁନିଆ ରଙ୍ଗା
    1
    ତ୍ରିରଙ୍ଗା  ରେ  ତ୍ରିରଙ୍ଗା  ଛଳନା ରଙ୍ଗରେ ସାରା ଦୁନିଆ ରଙ୍ଗା
    user_Gouri shankar mahapatra
    Gouri shankar mahapatra
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    18 hrs ago
  • ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    1
    ବୁଗୁଡ଼ା ୱାର୍ଡ଼ ନଂ 12 ରେ ଅବସ୍ଥିତ ମା ସନ୍ତୋଷୀ ମନ୍ଦିର ମାଆ ଙ୍କ ମନ୍ଦିର ର କିଛି ଦୃଶ୍ୟ
    user_Sanatan dakua
    Sanatan dakua
    Graphic designer ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    22 hrs ago
  • #ପାଣି_ପାଇଁ_ଡହଳବିକଳ ବର୍ଷ ବର୍ଷ ଧରି ଜଳକଷ୍ଟ, ପଥର କୂଅର ଅପରିଷ୍କାର ପାଣି ଭରସାରେ ଗୋଛାଗୁଡ଼ାବାସୀ #Odisha #KanakNews
    1
    #ପାଣି_ପାଇଁ_ଡହଳବିକଳ
ବର୍ଷ ବର୍ଷ ଧରି ଜଳକଷ୍ଟ, ପଥର କୂଅର ଅପରିଷ୍କାର ପାଣି ଭରସାରେ ଗୋଛାଗୁଡ଼ାବାସୀ
#Odisha #KanakNews
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    1 hr ago
  • my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
    4
    my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha 
my wife Tulasi 😭 Pramod Kumar Alatia Ganjam jila Mota Badi panchayat polls Buguda Odisha
    user_Tulasi Pramod Alatia
    Tulasi Pramod Alatia
    ବୁଗୁଡ଼ା, ଗଞ୍ଜାମ, ଓଡ଼ିଶା•
    7 hrs ago
  • #ସାମାନ୍ୟ_ବଚସାରୁ_ଯୁବକଙ୍କୁ_ମରଣାନ୍ତକ_ଆକ୍ରମଣ ଗଞ୍ଜାମ କୋଦଳା ଥାନା ଶାଳବଣ ଠାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। #ସାମାନ୍ୟ_ବଚସାରୁ_ଯୁବକଙ୍କୁ_ମରଣାନ୍ତକ_ଆକ୍ରମଣ ଗଞ୍ଜାମ କୋଦଳା ଥାନା ଶାଳବଣ ଠାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ସାମାନ୍ୟ କାରଣରୁ ଜଣେ ଯୁବକଙ୍କୁ ଆଉ ଜଣେ ଯୁବକ ହାଣିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଯାଇଛି। #Tej #Odisha #Ganjam #Kodala_Police
    1
    #ସାମାନ୍ୟ_ବଚସାରୁ_ଯୁବକଙ୍କୁ_ମରଣାନ୍ତକ_ଆକ୍ରମଣ
ଗଞ୍ଜାମ କୋଦଳା ଥାନା ଶାଳବଣ ଠାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। 
#ସାମାନ୍ୟ_ବଚସାରୁ_ଯୁବକଙ୍କୁ_ମରଣାନ୍ତକ_ଆକ୍ରମଣ
ଗଞ୍ଜାମ କୋଦଳା ଥାନା ଶାଳବଣ ଠାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ସାମାନ୍ୟ କାରଣରୁ ଜଣେ ଯୁବକଙ୍କୁ ଆଉ ଜଣେ ଯୁବକ ହାଣିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଯାଇଛି।
#Tej #Odisha #Ganjam #Kodala_Police
    user_Siba Sankar jena
    Siba Sankar jena
    Engineer Kodala, Ganjam•
    4 hrs ago
  • ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।
    1
    ବେଲଗୁଣ୍ଠା : ୨୮ ଦିନ ହେଲା ଛୋଟ ଶିଶୁ ପେଟରେ ରହିଛି ଲୁହା କଣ୍ଟା,ଚଢିଆପଲ୍ଲି ଢେପ ସାହି ରୁ ଦେଖିବାକୁ ମିଳିଛି ଘଟଣା, ଦେଖନ୍ତୁ ପୁରା ଖବର 
ତିନି ବର୍ଷ ର ପିଲା ପେଟରେ ରହିଛି ଲୁହା କଣ୍ଟା । ଦିନେକି ଦୁଇ ଦିନ ନୁହେଁ ଦୀର୍ଘ ୨୮ ଦିନ ହେଲା ପେଟରେ ରହିଛି ଲୁହା କଣ୍ଟା ।ଏଭଳି ଘଟଣା ସାମନାକୁ ଆସିଛି ଗଞ୍ଜାମ ବେଲଗୁଣ୍ଠା ବ୍ଲକ ଚଢିଆପଲ୍ଲି ଢେପ ସାହି ରୁ ।ତୋଫାନ ଜେନାଙ୍କ ସାନ ପୁଅ ଆକାଶ ଗତ ଜୁଲାଇ ମାସ ୨୯ ତାରିଖରେ ଖେଳୁଥିବା ସମୟରେ ଏକ ଦୁଇ ଇଞ୍ଚ ଲୁହା କଣ୍ଟା ଗୋଟାଇ ତାକୁ ଢୁକି ଦେଇଥିଲା ।ପୁଅ ବାପା ଙ୍କୁ ଲୁହା କଣ୍ଟା ଖାଇଥିବା କଥା କହିବା ପରେ ବିଚଳିତ ହୋଇ ପଡ଼ିଥିଲେ ପୁରା ପରିବାର ।ପୁଅକୁ ନେଇ ଭଞ୍ଜନଗର ମେଡିକାଲରେ ଏକ୍ସ ରେ କରିବା ପରେ ପେଟରେ ଲୁହା କଣ୍ଟା ଥିବା ଦେଖି ଡାକ୍ତର ବ୍ରହ୍ମପୁର ମେଡିକାଲ କୁ ସ୍ଥାନାନ୍ତର କରିଥିଲେ ।ହେଲେ ସେଠାରେ ମଧ୍ୟ ଡାକ୍ତର  ଏକ୍ସରେ କରାଇ ଦେଖିବା ପରେ ଝାଡ଼ା ଦ୍ୱାରା ବାହାରିବ କହି ଘରକୁ ଫେରାଇ ଦେଇଛନ୍ତି ।ଅନ୍ୟପଟେ ଆଜି ଯାଏଁ ଆକାଶର ପେଟରେ ଲୁହା କଣ୍ଟାଟି ରହିଥିବାରୁ ପରିବାର ଓ ସାହି ପଡୋଶୀ ତାର ଉନ୍ନତ କରାଇବା ପାଇଁ ସରକାରଙ୍କୁ ଅନୁରୋଧ କରିଛନ୍ତି ।
    user_Pitabas dash
    Pitabas dash
    Asika, Ganjam•
    14 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.