ପୂଣ୍ୟ ଶୁକ୍ରବାର ଓ ପୁନରୁତ୍ଥାନ ରବିବାର ଅବସରରେ ଆୟୋଜିତ ହୋଇଛି ମେଗା ରକ୍ତଦାନ ଶିବିର। ପୂଣ୍ୟ ଶୁକ୍ରବାର ଓ ପୁନରୁତ୍ଥାନ ରବିବାର ଅବସରରେ ଆୟୋଜିତ ହୋଇଛି ମେଗା ରକ୍ତଦାନ ଶିବିର। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ସେଣ୍ଟ ଜୋସେଫ କ୍ୟାଥୋଲିକ ଚର୍ଚ୍ଚ ପରିସରରେ ଆୟୋଜିତ ହୋଇଛି ରକ୍ତ ଦାନ ଶିବିର। ସେଣ୍ଟ ଜୋସେଫ କ୍ୟାଥୋଲିକ ଚର୍ଚ୍ଚ ପକ୍ଷରୁ ଆୟୋଜିତ ଏହି ଶିବିରରେ ପାରଳାଖେମୁଣ୍ଡି ବିଧାୟକ ଇଞ୍ଜିନିୟର ରୁପେଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ସାନ୍ତନୁ ପାଢ଼ୀ ଓ ସାରା ଚକ୍ଷୁ ଚିକିତ୍ସାଳୟ ର ନିର୍ଦ୍ଦେଶକ ତଥା ଚକ୍ଷୁ ବିଶେଷଜ୍ଞ ଡ: ପ୍ରଦୀପ କୁମାର ସ୍ବାଇଁ ଯୋଗ ଦେଇ ରକ୍ତ ଦାତାଙ୍କୁ ଉତ୍ସାହିତ କରିଥିଲେ। ରକ୍ତଦାନ ଶିବିରର ମୂଳ ଉଦ୍ଦେଶ୍ୟ ମାନବ ଜାତିର ସ୍ବାର୍ଥ ପାଇଁ ଯୀଶୁ ଖ୍ରୀଷ୍ଟ ଯେପରି ନିଜର ଶେଷ ରକ୍ତ ବିନ୍ଦୁକୁ ଦାନ କରିଦେଇଛନ୍ତି ତାହାର ଅନୁକରଣ କରି ରକ୍ତଦାନ ଦ୍ବାରା ରକ୍ତ ଅଭାବ କାରଣରୁ ଅନେକଙ୍କ ଜୀବନ ରକ୍ଷା ପାଇପାରିବ ଏହାହିଁ ଏହାର ମୂଳ ଉଦ୍ଦେଶ୍ୟ। ତେବେ ଏହି ଶିବିରରେ ୫୦ ୟୁନିଟିରୁ ଅଧିକ ରକ୍ତ ସଂଗ୍ରହ କରିବାର ଲକ୍ଷ୍ୟ ରଖାଯାଇଛି। ରକ୍ତ ଦାନ ମହାପୁଣ୍ୟ ଉକ୍ତିର ସଫଳତା ହେଉଚି ଏହି ଶିବିରର ମୂଳ ଲକ୍ଷ୍ୟ। ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଉପସ୍ଥିତ ରହି କାର୍ଯ୍ୟକୁ ପରିଚାଳନା କରିଥିଲେ । ଏଥିରେ ପାରଳାଖେମୁଣ୍ଡି କ୍ୟାଥୋଲିକ ମୁଖ୍ୟ ଯାଜକ ଶ୍ରୀ ଅଜିତ କୁମାର ନାୟକ , ସମାଜ ସେବୀ ଶ୍ରୀ ଲାଜାର ଲିମା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ ।

- Ranjita PaniGunupur, Rayagada😤8 hrs ago
- Post by Ansubhai Pandey1
- ଗଞ୍ଜାମ ଜିଲ୍ଲା ଚିକିଟିବାସୀଙ୍କ ଭତ୍ତା ଅଧିକାର ହନନ କରୁଛନ୍ତି ବିଜେଡି ଏନ୍ଏସି ଅଧ୍ୟକ୍ଷା ଓ କାଉଁସିଲର ଚିକିଟିବାସୀଙ୍କ ଅଧିକାର ପାଇଁ ମୁଁ ନିରନ୍ତର ସଂଘର୍ଷ କରି ଆସୁଛି ଏବଂ ଜଣେ ବିଧାୟକ ଭାବେ ମୋର ଯାହା କର୍ତ୍ତବ୍ୟ, ତାହା ସମ୍ପୂର୍ଣ୍ଣ ନିଷ୍ଠାର ସହିତ ପାଳନ କରୁଛି । କିନ୍ତୁ ଅତ୍ୟନ୍ତ ଦୁଃଖ ଓ ଉଦ୍ବେଗର ବିଷୟ ଯେ, ବିଜେଡି ଏନ୍ଏସି ଅଧ୍ୟକ୍ଷା ଓ କାଉନ୍ସିଲର୍ କେବଳ ରାଜନୈତିକ ଦ୍ୱେଷ ପୋଷଣ କରି ଚିକିଟିବାସୀଙ୍କ ଭତ୍ତା ଅଟକାଇ ରଖୁଛନ୍ତି ଏବଂ ଏହା ମାଧ୍ୟମରେ ଡବଲ ଇଞ୍ଜିନ ସରକାରଙ୍କୁ ବଦନାମ କରିବାର ଅପଚେଷ୍ଟା ଚଳାଇଛନ୍ତି । ଗଣେଶ ପାଣିଗ୍ରାହୀ ରିପୋର୍ଟ1

- ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ ଟିକିରି ରେ ଗତକାଲି ବିଳମ୍ବିତ ରାତିରେ ଭୂକମ୍ପ ଝଟକା1
- Post by HABIL DONGRI1
- ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଅନୁଷ୍ଠିତ। ରାଜ୍ୟ ସରକାରଙ୍କ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଆଜି ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ତରଫରୁ ଓଡ଼ିଆରେ ନାମଫଳକ ଅଭିଯାନ ଓ ସଚେତନତା ପଦଯାତ୍ରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନ୍ନନାଗା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅନୁଷ୍ଠିକ ଭାବରେ ସଚେତନତା ପତାକା ଦେଖାଇ ଶୁଭ ଆରମ୍ଭ କରିଛନ୍ତି। ଏହାର ଉଦ୍ଧେଶ୍ୟ ଜିଲ୍ଲାରେ ଓଡିଆ ଭାଷାର ନାମ ଫଳକ ଲିପିବଦ୍ଧ ନିମନ୍ତେ ଜନସାଧାରଣଙ୍କୁ ସଚେତନତା ସୃଷ୍ଟି କରିବା। ନିଜ ଦୋକାନ ଏଵଂ ବାଣିଜ୍ୟ ପ୍ରତିଷ୍ଠାନ ନାମଫଳକ ଓଡ଼ିଆ ରେ ଲେଖି ଓଡ଼ିଆ ଭାଷାକୁ ସମ୍ମାନ ଦେବା ପାଇଁ ପଦଯାତ୍ରା କରାଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ଓଡ଼ିଶା ଦୋକାନ ଓ ବାଣିକ୍ୟକ ପ୍ରତିଷ୍ଠାନ ଆଇନ୍ ଅନୁଯାୟୀ ଓଡ଼ିଆ ଭାଷାରେ ନାମ ଫଳକ ଲେଖା ସମ୍ବନ୍ଧରେ ବିଭିନ୍ନ ପ୍ଲାକାର୍ଡ, ପାମ୍ପଲେଟ, ବ୍ୟାନର ଇତ୍ୟାଦି ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବାହାରି ମହାରାଜା ପେଲେସ ପର୍ଯ୍ୟନ୍ତ ଶୋଭାଯାତ୍ରା କରାଯାଇଥିଲା । ଏହି ଅବସରରେ ସହରର ସମସ୍ତ ଦୋକାନ ଓ ବ୍ୟବାୟୀକ ପ୍ରତିଷ୍ଠାନ, ଓ ବସରେ ନାମ ଫଳକକୁ ଓଡିଆ ଭାଷାରେ ଲିପିବଦ୍ଧ କରିବା ନିମନ୍ତେ ଅନୁରୋଧ କରାଯାଇଛି। ଏହି ଶୋଭାଯାତ୍ରାରେ ଜିଲ୍ଲା ଶ୍ରମ ଅଧିକାରୀ ଗଜପତି ଶ୍ରୀମତୀ ଭାରତୀ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ, ଅତିରିକ୍ତ ଶ୍ରମ ଅଧିକାରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ମନୋରମା ଦେବୀ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ସମେତ ସ୍ଥାନୀୟ ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶ୍ରମିକ କର୍ମଚାରୀ ମାନେ ସାମିଲ ହୋଇ ସଚେତନତା କରାଇଥିଲେ।1