Shuru
Apke Nagar Ki App…
ଅବସରପ୍ରାପ୍ତ ଶିକ୍ଷକ ଙ୍କ ପରଲୋକରେ ଶୋକସଭା ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବରିଷ୍ଠ ନାଗରିକ ସଂଗଠନର ବୟୋଜ୍ୟେଷ୍ଠ ସଦସ୍ୟ ପଦ୍ମନାଭ ପଧାନଙ୍କ ତିରୋଧାନରେ ଅବସର ରେ କାର୍ଯ୍ୟାଳୟ ପରିସରରେ ଏକ ଶୋକସଭା ଅନୁଷ୍ଠିତ ହୋଇ ଯାଇଛି । ଅନୁଷ୍ଠାନ ର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥ ଏ ସଂକ୍ରାନ୍ତରେ ଏକ ଶୋକ ପ୍ରସ୍ତାବ ଆଣିଥିଲେ। ସ୍ବର୍ଗତ ପଧାନଙ୍କ ଅମର ଆତ୍ମାର ସଦ୍ଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।ଏହି ଶୋକସଭାରେ ଅନୁଷ୍ଠାନର ସଦସ୍ୟ ଦ୍ବିତୀକୃଷ୍ଣ ପଣ୍ଡା,ଦୟାନିଧି ହୋତା,ଶିବ ଖମାରୀ,ନାରାୟଣ ନାୟକ, ସନ୍ତୋଷ ଷଡ଼ଙ୍ଗୀ, ସୌମିତ୍ରୀ ମେହେର, ,ଶ୍ୟାମ ସେଠୀ,ଅକୃର ଦନ୍ତା,ଚମରା ମହାକୁର, ଦିଲ୍ଲିପ ତ୍ରିପାଠୀ, ବଳରାମ କାଣ୍ଡ ,ହୈ।ମିସ୍ତ୍ରୀ ମେହେର, ରାଧେଶ୍ୟାମ ପୁରୋହିତ,ରାଧେଶ୍ୟାମ ରାଏ,ବାସୁ ରଥ,ଭୂଷଣ ପାତ୍ର ,ସୁରୁ ସାହୁ, କୃଷ୍ଣଚନ୍ଦ୍ର ପାଢୀ, ନିମାଇଁ ପଣ୍ଡା , ଜ୍ଞାନେନ୍ଦ୍ର ତ୍ରିପାଠୀ, ନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Pitambar Sahu

More news from ଓଡ଼ିଶା and nearby areas
- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତ ର ବରଘାଟ ଖେଳ ପଡ଼ିଆରେ ହେଉଥିବା ମାହେଶ୍ୱରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ରେ କୋଟସମଲାଇ କୁ ପରାସ୍ତ କରି ଲୁତୁରପଙ୍କ ଚାମ୍ପିଅନ ହୋଇଛି। ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ ଚାମ୍ପିଅନ ଓ ରନର୍ସ ଅପ୍ ଦଳ କୁ ନଗଦ ଅର୍ଥରାଶି ସହିତ ଟ୍ରଫି ପୁରସ୍କୃତ କରିଥିଲେ।1
- ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ସାଂସ୍କୃତିକ କାର୍ଯ୍ୟକ୍ରମର ଚତୁର୍ଥ ସଂନ୍ଧ୍ୟାରେ ଝୂମିଲେ ଦର୍ଶକ।1
- ମୁସଲମାନ ଜିହାଦି ମୁସ୍ଥାପା ବିରୁଦ୍ଧରେ ରାମପୁର ଥାନାରେ ବିଶ୍ଵ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ତରଫରୁ ଏତଲା ଦିଆଗଲା।1
- ବୌଦ୍ଧ କଂଗ୍ରେସ୍ ର ପ୍ରେସ ମିଟ1
- बामरा में बढ़ती ठंड से ठिठुरते नंदी बाबा । ठंड के प्रकोप से नहीं इंसान तो इंसान नहीं बच पाए नंदी बाबा । बामरा में बढ़ती ठंड के कारण सभी का हालत खराब । देखिए किस प्रकार नंदी बाबा ठंड से बचने के लिए आग के पास खड़े होकर गर्मी ले रहे हैं #p24newsexpress #bamrabastinews #winterseason #bamranewstoday1
- लड़की को इंप्रेस करने के लिए कराया उसका एक्सिडेंट1
- ଅମଳ ଋତୁରେ ଟମାଟୋ ଦର ଆକାଶ ଛୁଆଁ ,ସାଧାରଣ ଖାଉଟିଙ୍କ ବଢ଼ିଲା ଚିନ୍ତା1
- ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲାର ଲୋକ ମହୋତ୍ସବ "ମହିମା"- ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ସାଂସ୍କୃତିକ କାର୍ଯ୍ୟକ୍ରମର ଚତୁର୍ଥ ସଂନ୍ଧ୍ୟାରେ ଆଜି ଏକ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସାଂସ୍କୃତିକ ବାର୍ତ୍ତା ଦେବା ଆରମ୍ଭ କରିବାମାତ୍ରେ କୃଷକ ସଂଗଠନ ପକ୍ଷରୁ ବିରୋଧପ୍ରଦର୍ଶନ କରାଯାଇଥିଲା। ଏହା ଉପରେ କନକ ବର୍ଦ୍ଧନ ପରେ ଗଣମାଧ୍ୟମ ଆଗରେ ନିଜ ମତ ରଖିଛନ୍ତି।1