logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ମା' ତାରାତାରିଣୀଙ୍କ ପ୍ରଥମ ଚୈତ୍ର ମଙ୍ଗଳବାର ଯାତ୍ରା, ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ଦୁଇ ଭଉଣୀ ||

1 hr ago
user_Rajib Behera
Rajib Behera
Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
1 hr ago

ମା' ତାରାତାରିଣୀଙ୍କ ପ୍ରଥମ ଚୈତ୍ର ମଙ୍ଗଳବାର ଯାତ୍ରା, ମହାକାଳୀ ବେଶରେ ଦର୍ଶନ ଦେଉଛନ୍ତି ଦୁଇ ଭଉଣୀ ||

More news from ଓଡ଼ିଶା and nearby areas
  • #ସ୍ତ୍ରୀକୁ_ଗୁଳି_ମାରିଦେଲା_ସ୍ବାମୀ ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ବାମୀ। ଫୁଲବାଣୀ ଗୋଚ୍ଛାପଡ଼ା ଥାନା କଟାପଙ୍ଗା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏପରିକି ଗାଁର ଆଉ ଜଣଙ୍କୁ ମଧ୍ୟ ରାସ୍ତାରେ ଯିବା ବେଳେ ହତ୍ୟା ଉଦ୍ୟମ କରିଛନ୍ତି।
    1
    #ସ୍ତ୍ରୀକୁ_ଗୁଳି_ମାରିଦେଲା_ସ୍ବାମୀ
ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ବାମୀ। ଫୁଲବାଣୀ ଗୋଚ୍ଛାପଡ଼ା ଥାନା କଟାପଙ୍ଗା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଏପରିକି ଗାଁର ଆଉ ଜଣଙ୍କୁ ମଧ୍ୟ ରାସ୍ତାରେ ଯିବା ବେଳେ ହତ୍ୟା ଉଦ୍ୟମ କରିଛନ୍ତି।
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    1 hr ago
  • #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update Date -08.03.2026 ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। ଆମକୁ ଯୋଗାଯୋଗ କରନ୍ତୁ - 7008944703
    1
    #news #barapada #baripada #latestnews #mayurabhanj #mayurbhanj #mayurbhanjia #mayurbhanjpublicnews #odia #odianewstoday #speednews #update
Date -08.03.2026
ମୟୂରଭଞ୍ଜ ଜିଲ୍ଲାର ପ୍ରତିଟି ଖବର ଆପଣଙ୍କ ପାଖରେ ପହଞ୍ଚାଇବାକୁ ଆମର ଏକ ଛୋଟ ପ୍ରୟାସ। 
ଆମକୁ ଯୋଗାଯୋଗ କରନ୍ତୁ - 7008944703
    user_Mayurbhanj Public News
    Mayurbhanj Public News
    ବାରିପଦା ଟାଉନ୍, ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • ହେଉନି ଯୋଗ୍ୟ ତାଲିକା ରେ କାମ ଶିକ୍ଷା ବିଭାଗରେ ଏବେ ବି ହେଉଛି ଦୁର୍ନୀତି
    1
    ହେଉନି ଯୋଗ୍ୟ ତାଲିକା ରେ କାମ ଶିକ୍ଷା ବିଭାଗରେ ଏବେ ବି ହେଉଛି ଦୁର୍ନୀତି
    user_Prime time press
    Prime time press
    Agistment service ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    3 hrs ago
  • ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।* ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।
    1
    ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ।*
ବାରିପଦା ସ୍ଥିତ ମଧୁବନ ମିନି ଷ୍ଟାଡିୟମରେ ଜଗନ୍ନାଥ ମିସ୍ତ୍ରୀ ସ୍ମୃତି କମିଟି ଆନୁକୂଲ୍ୟରେ ୨ୟ ବାର୍ଷିକ ସର୍ବଭାରତୀୟ ଦିବାରାତ୍ର ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ଏ ବର୍ଷ ଏହି ଟୁର୍ଣ୍ଣାମେଣ୍ଟରେ ଓଡିଶା ସମେତ ବିହାର, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡର ମୋଟ ୧୬ଟି ଦଳ ଅଂଶଗ୍ରହଣ ଅଂଶଗ୍ରହଣ କରିଛନ୍ତି। ମୟୁରଭଞ୍ଜ ଫୁଟବଲର ପ୍ରବାଦ ପୁରୁଷ ସ୍ବର୍ଗତ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ଆଜିଠାରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ତେବେ ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାରିପଦା ବିଧାୟକ ପ୍ରକାଶ ସୋରେନ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଉପ ନଗରପାଳ ସୀମା ଦାସ ଯୋଗ ଦେଇଥିଲେ। କମିଟିର ଅଧ୍ୟକ୍ଷ ତଥା ସିନେ ଅଭିନେତା ଅସିତ ବରଣ ପତି, ସାଧାରଣ ସମ୍ପାଦକ ଅଶୋକ ମିସ୍ତ୍ରୀ, ସାଙ୍ଗଠନିକ ସମ୍ପାଦକ ଅମର କୁମାର ସେଠି, ସନ୍ତୋଷ କୁମାର ବରାଜ ଏବଂ ଅନ୍ୟାନ୍ୟ ବରିଷ୍ଠ ବ୍ୟକ୍ତିବିଶେଷ ମାନେ ଏଥିରେ  ପ୍ରମୁଖ ଉପସ୍ଥିତ ଥିଲେ I ତେବେ ପ୍ରଥମ ମ୍ୟାଚ ଟି କେନ୍ଦୁଆ ଏଫ୍ ସି ଏବଂ କିଶାନ ବ୍ରଦର୍ସ ଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।
    user_Khabar
    Khabar
    Farmer ବାରିପଦା (ଏମ୍), ମୟୂରଭଞ୍ଜ, ଓଡ଼ିଶା•
    21 hrs ago
  • Post by Jitendra raj
    1
    Post by Jitendra raj
    user_Jitendra raj
    Jitendra raj
    କରଞ୍ଜିଆ, ମୟୂରଭଞ୍ଜ, ଓଡ଼ିଶା•
    9 hrs ago
  • ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ... #jaleswarnews #mahimatv #balasore #sisterinlaw #trainaccident #breakingnews
    1
    ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଶାଳୀ ଭିଣୋଇ! ଜଳେଶ୍ୱର ରେଳ ଷ୍ଟେସନ ଦକ୍ଷୀଣପୂର୍ବ କେବିନର ଅନତି ଦୂରରେ ଘଟିଛି ଘଟଣା । ସୋମବାର ସନ୍ଧ୍ୟାରେ ବାଲେଶ୍ୱର ଆଡକୁ ଯାଉଥିବା ଏକ ଯାତ୍ରୀବାହୀ ଟ୍ରେନ ଆଗକୁ ଡେଇଁପଡିଲେ, ମୃତ ଭିଣୋଇ ହେଉଛନ୍ତି ଜଳେଶ୍ୱର ଥାନା ରାଜପୁର ଗ୍ରାମର ବିଜୟ ସାହୁ ଓ ବାଲିଆପାଳ ଥାନା ଅଂଚଳର ଶାଳୀ ସଂଯୁକ୍ତା ସାହୁ । ସେପଟେ ରେଳବାଇ ପୋଲିସ ଶବ ଜବତ କରି ତଦନ୍ତ ଜାରି ରଖଛି । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ରାଜପୁର ଗ୍ରାମରେ...
#jaleswarnews #mahimatv #balasore #sisterinlaw #trainaccident #breakingnews
    user_Mahima tv Rajesh Kumar Giri
    Mahima tv Rajesh Kumar Giri
    Voice of people ବାସ୍ତା, ବାଲେଶ୍ୱର, ଓଡ଼ିଶା•
    48 min ago
  • ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକରେ କାମରେ ଆସୁନାହିଁ ଭତ୍ତା ବିଭାଗ, ବାରମ୍ବାର ଆସି ଅସୁବିଧାର ସମ୍ମୁଖିନ ହେଉଛନ୍ତି ଲୋକେ। କବାଟରେ ଝୁଲୁଛି ତାଲା। ତାଲା ଖୋଲିବା ପାଇଁ ନାହାଁନ୍ତି ଅଧିକାରୀ।
    2
    ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକରେ କାମରେ ଆସୁନାହିଁ ଭତ୍ତା ବିଭାଗ, ବାରମ୍ବାର ଆସି ଅସୁବିଧାର ସମ୍ମୁଖିନ ହେଉଛନ୍ତି ଲୋକେ। କବାଟରେ ଝୁଲୁଛି ତାଲା। ତାଲା ଖୋଲିବା ପାଇଁ ନାହାଁନ୍ତି ଅଧିକାରୀ।
    user_Sk Ajaruddin
    Sk Ajaruddin
    Local News Reporter Basta, Baleshwar•
    3 hrs ago
  • #କଟକରୁ_ବୋଡେନ୍_ଗଡ଼ିବ_ଲକଜୁରୀ_ବସ୍ ବୋଡ଼େନ ଠାରୁ କଟକ ଭାୟା ଭୁବନେଶ୍ବର ଚାଲିବ ଲକଜୁରୀ ବସ। ଲୋକେ ସୁବିଧାରେ ଯିବା ଆସିବା କରିବା ସହ ସବୁ ପ୍ରକାର ସୁବିଧା ପାଇ ପାରିବେ
    1
    #କଟକରୁ_ବୋଡେନ୍_ଗଡ଼ିବ_ଲକଜୁରୀ_ବସ୍
ବୋଡ଼େନ ଠାରୁ କଟକ ଭାୟା ଭୁବନେଶ୍ବର ଚାଲିବ ଲକଜୁରୀ ବସ। ଲୋକେ ସୁବିଧାରେ ଯିବା ଆସିବା କରିବା ସହ ସବୁ ପ୍ରକାର ସୁବିଧା ପାଇ ପାରିବେ
    user_Rajib Behera
    Rajib Behera
    Local News Reporter ମୟୂରଭଞ୍ଜ, ମୟୂରଭଞ୍ଜ, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.