ରେଡ଼କ୍ରସ ଭବନରେ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭାର ଜରୁରୀ ସାଧାରଣ ସଭା ଅନୁଷ୍ଠିତ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନରେ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭାର ଜରୁରୀ ସାଧାରଣ ସଭା ଅନୁଷ୍ଠିତ ହୋଇଛି। ମହାସଭାର ସଭାପତି ଡ଼ଃ ଦେବେନ୍ଦ୍ର ନାଥ ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସାଂସଦ ଶ୍ରୀ ବିଭୁ ପ୍ରସାଦ ତରେଇ,ସାଂସଦ ଡଃ ରବୀନ୍ଦ୍ର ବେହେରା, ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା,ପୂର୍ବତନ ମନ୍ତ୍ରୀ ଶ୍ରୀ ଶଶୀଭୂଷଣ ବେହେରା,ପୂର୍ବତନ ସାଂସଦ ଡକ୍ଟର କୁଳମଣୀ ସାମଲ, ପୂର୍ବତନ ବିଧାୟକ ଶ୍ରୀ ସୁବାସ ଚନ୍ଦ୍ର ବେହେରା, ଉପଦେଷ୍ଟା ଶ୍ରୀ ନାରାୟଣ ପ୍ରସାଦ ବେହେରା ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ସଂପାଦକ ଶୁଭ୍ରାଂଶୁ ବେହେରା ସଭା ପରିଚାଳନା କରିଥିଲେ। ମତ୍ସ୍ୟ ଉତ୍ପାଦନ ପାଇଁ ମୈ।ଳିକ ବୃତ୍ତିରେ ଥିବା ଲୋକମାନେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭାର୍ଥୀ ହେବା ପାଇଁ ଚେଷ୍ଟା କରିବା ଉପରେ ଆଲୋଚନା କରାଯାଇଥିଲା। ଓଡ଼ିଶାର ସମସ୍ତ ଜିଲ୍ଲାରୁ କୈବର୍ତ୍ତ ନେତୃମଣ୍ଡଳୀ, ସାଂଗଠନିକ କାର୍ଯ୍ୟକର୍ତ୍ତା ଓ ବୁଦ୍ଧିଜୀବିମାନେ ସଭାରେ ଯୋଗଦେଇଥିଲେ।
ରେଡ଼କ୍ରସ ଭବନରେ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭାର ଜରୁରୀ ସାଧାରଣ ସଭା ଅନୁଷ୍ଠିତ ଭୁବନେଶ୍ୱର ସ୍ଥିତ ରେଡ଼କ୍ରସ ଭବନରେ ନିଖିଳ ଓଡ଼ିଶା କୈବର୍ତ୍ତ ମହାସଭାର ଜରୁରୀ ସାଧାରଣ ସଭା ଅନୁଷ୍ଠିତ ହୋଇଛି। ମହାସଭାର ସଭାପତି ଡ଼ଃ ଦେବେନ୍ଦ୍ର ନାଥ ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସାଂସଦ
ଶ୍ରୀ ବିଭୁ ପ୍ରସାଦ ତରେଇ,ସାଂସଦ ଡଃ ରବୀନ୍ଦ୍ର ବେହେରା, ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ବେହେରା,ପୂର୍ବତନ ମନ୍ତ୍ରୀ ଶ୍ରୀ ଶଶୀଭୂଷଣ ବେହେରା,ପୂର୍ବତନ ସାଂସଦ ଡକ୍ଟର କୁଳମଣୀ ସାମଲ, ପୂର୍ବତନ ବିଧାୟକ ଶ୍ରୀ ସୁବାସ ଚନ୍ଦ୍ର ବେହେରା, ଉପଦେଷ୍ଟା ଶ୍ରୀ ନାରାୟଣ ପ୍ରସାଦ ବେହେରା ପ୍ରମୁଖ ଯୋଗଦେଇ ନିଜର ବକ୍ତବ୍ୟ ରଖିଥିଲେ। ସଂପାଦକ ଶୁଭ୍ରାଂଶୁ
ବେହେରା ସଭା ପରିଚାଳନା କରିଥିଲେ। ମତ୍ସ୍ୟ ଉତ୍ପାଦନ ପାଇଁ ମୈ।ଳିକ ବୃତ୍ତିରେ ଥିବା ଲୋକମାନେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରୁ ଲାଭାର୍ଥୀ ହେବା ପାଇଁ ଚେଷ୍ଟା କରିବା ଉପରେ ଆଲୋଚନା କରାଯାଇଥିଲା। ଓଡ଼ିଶାର ସମସ୍ତ ଜିଲ୍ଲାରୁ କୈବର୍ତ୍ତ ନେତୃମଣ୍ଡଳୀ, ସାଂଗଠନିକ କାର୍ଯ୍ୟକର୍ତ୍ତା ଓ ବୁଦ୍ଧିଜୀବିମାନେ ସଭାରେ ଯୋଗଦେଇଥିଲେ।
- ନେପାଳରେ ପ୍ରକୃତିର ତାଣ୍ଡବ ଭଗିଲ ଡ୍ୟାମ ଭାସିଗଲା ଜନଜୀବନ ଗାଡ଼ି ଘର1
- କଟକ ସହରର ବିଭିନ୍ନ ବ୍ରିଜ୍ ଉପରେ ଉଠୁଛି ଗଛ! ବ୍ରିଜ୍ ପାଇଁ ବଢୁଛି ବିପଦ, ପ୍ରଶାସନ କାହିଁକି ନିରବଦ୍ରଷ୍ଟା? କଟକ ସହରର ବିଭିନ୍ନ ବ୍ରିଜ୍ ଉପରେ ଉଠୁଛି ଗଛ! ବ୍ରିଜ୍ ପାଇଁ ବଢୁଛି ବିପଦ, ପ୍ରଶାସନ କାହିଁକି ନିରବଦ୍ରଷ୍ଟା?1
- କଟକ ସହରର ବିଭିନ୍ନ ବ୍ରିଜ୍ ଉପରେ ଉଠୁଛି ଗଛ! ବ୍ରିଜ୍ ପାଇଁ ବଢୁଛି ବିପଦ, ପ୍ରଶାସନ କାହିଁକି ନିରବଦ୍ରଷ୍ଟା?1
- ନାଗାବଳୀ ନଦୀ ପୋଲ ବିପଦ ସଙ୍କୁଳ ଅବସ୍ଥାରେ, ସମ୍ଭାବ୍ୟ ଦୁର୍ଘଟଣାକୁ ନେଇ ଗାଡି ଚାଳକ ଆତଙ୍କିତ ରାୟଗଡ଼ା ଜିଲ୍ଲାର ଜେକେପୁର ସ୍ଥିତ ନାଗାବଳୀ ନଦୀ ପୋଲ ବିପଦ ସଙ୍କୁଳ ଅବସ୍ଥାରେ ଥିବାରୁ ଦୁର୍ଘଟଣା ଆଶଙ୍କାରେ ଗାଡି ଚାଳକ ଓ ସ୍ଥାନୀୟ ଜନସାଧାରଣ ରହିଛନ୍ତି। ପ୍ରତିଦିନ ଶହ ଶହ କାର, ବସ, ମାଲବାହୀ ଟ୍ରକ ଚଳାଚଳ କରିଥାଏ। ପୋଲର ବାଡ଼ରେ ଏବଂ ପୋଲ ତଳ ଖମ୍ବରେ ଫାଟ ସୃଷ୍ଟି ହେବା ସହିତ ଗର୍ତ୍ତ ମଧ୍ୟ ସୃଷ୍ଟି ହେଲାଣି । କେତେବେଳେ ଯେ ପୋଲ ଭୁଶୁଡିବ ନତୁବା ଭାଙ୍ଗିଯିବ ଏଭଳି ଆଶଂକା ପୋଲ ରାସ୍ତାରେ ଯାଉଥିବା ଲୋକମାନଙ୍କୁ ଘାରିଛି। ଆଉ ଏକ ନୂତନ ପୋଲ ନିର୍ମାଣର ଆବଶ୍ୟକତା ଥିବା କଥା କହିଛନ୍ତି ସମାଜସେବୀ ମୂର୍ତ୍ତି ମିଣିଆକା। କେନ୍ଦ୍ର ଓ ରାଜ୍ୟର ସଡକ ପରିବହନ ମନ୍ତ୍ରୀ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବୀ ହେଉଛି।3
- ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ମଦ ଜବତ । ବାଲିଅନ୍ତା - ବାଲିଅନ୍ତା ଥାନା ଅଞ୍ଚଳରେ ବହୁତ ଦିନ ଧରି ଚାଲି ଆସୁଥିବା ବେଆଇନ୍ ମଦ ବିକ୍ରିକୁ ଆଜି ବାଲିଅନ୍ତା ଥାନା ଅଧିକାରୀ ରଶ୍ମିତା ବେହେରା ପୂର୍ବାହ୍ନରେ ସଦଳବଳେ ଚଢ଼ାଉ କରି ପେଟି ପେଟି ମଦ ଜବତ କରିଥିଲେ l ଦେଶୀ ଓ ବିଦେଶୀ ମଦ ସମେତ ପେଟି ପେଟି ବିଅର ବୋତଲ ଜବତ ହୋଇଥିଲା l ହେଲେ ପ୍ରକୃତ ମଦ ବେପାରୀ ସଞ୍ଜୟ ଭୋଇ ଘଟଣାସ୍ଥଳରୁ ଖସି ପଳାଇଥିଲେ l ହେଲେ ପୁଲିସ ସେଲସ ମ୍ୟାନ ସନ୍ନ୍ୟା ସୀ ପାତ୍ରକୁ ଘଟଣାସ୍ଥଳରୁ ଗିରଫ କରିଥିଲା l ସୂଚନା ଅନୁସାରେ ସଞ୍ଜୟ ଜଣେ ପେସାଦାର ନିଶା ବେପାରୀ l ଆଗରୁ ଅନେକ ଥର ବାଲିଅନ୍ତା ଥାନା ପୁଲିସ ହାତରେ ଗିରଫ ହୋଇ ଜେଲ ଯାଇଥିଲା l ପରେ ଜାମିନରେ ଆସି ପୁଣି ବେଧଡ଼କ କାରବାର ଚଳାଉଥିଲା l ବାଲିଅନ୍ତା ବଜାର ଅଞ୍ଚଳରେ ଏକ ଭଡା ଘରେ ସଞ୍ଜୟ ପେଟି ପେଟି ମଦ ବେପାରୀଙ୍କୁ ଖୋଲାମେଲାରେ ବିକ୍ରି କରେ l ହେଲେ ଆଜି ବାଲିଅନ୍ତା ପୁଲିସ ପେଟି ପେଟି ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି1
- ଚାରିଛକ ଅଞ୍ଚଳରେ ନବଜାତ ଶିଶୁକନ୍ୟାକୁ ଅଳିଆ ଗଦାରେ ମା' ଫୋପାଡି ଫେରାର ।1
- ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll ବାରହା ସହ 2 ଘଣ୍ଟା ଲଢ଼େଇ ll ବିପଦରେ କୁନି ପିଲାଟିର ସାହସକୁ ଲୋକଙ୍କ ପ୍ରଶଂସା ll1
- ଭଡ଼ା ଘରେ ମହିଳାଙ୍କୁ ମାରି ପୋତି ଦେବାର ଅଭିଯୋଗ ll breaking news ll ଭଡ଼ା ଘରେ ମହିଳାଙ୍କୁ ମାରି ପୋତି ଦେବାର ଅଭିଯୋଗ ll breaking news ll1