logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ବରଗଡ- ଭେଡେନ କେନାଲ ରାସ୍ତା କାର୍ଯ୍ୟ କେବେ ସମାପ୍ତ ହେଵ : ଆମ୍ ଆଦମୀ ପାର୍ଟି l ବରଗଡ- ଭେଡେନ କେନାଲ ରାସ୍ତା କାର୍ଯ୍ୟ କେବେ ସମାପ୍ତ ହେଵ : ଆମ୍ ଆଦମୀ ପାର୍ଟି ବରଗଡ଼ : ବରଗଡ- ଭେଡେନ କେନାଲ ରାସ୍ତା ଉନ୍ନତିକରଣ କାର୍ଯ୍ୟ ଏବେ ଠପ ହୋଇ ଯାଇଛି ବୋଲି ଆମ୍ ଆଦମୀ ପାର୍ଟି ଅଭିଯୋଗ କରିଛି। ପୂର୍ତ୍ତ ବିଭାଗ ଦ୍ୱାରା ଏହି କାର୍ଯ୍ୟ କରା ଯାଉ ଥିବା ବେଳେ କାହିଁକି ଏହା ପଡ଼ି ରହିଛି ବୋଲି ରାଜ୍ୟ ସମ୍ପାଦକ ଭବାନୀ ସାହୁ ପ୍ରଶ୍ନ କରିଛନ୍ତି। ଗତ ନଭେମ୍ବର ୨୦ ତାରିଖ ରୁ ଏହି କାର୍ଯ୍ୟ ର ଶୁଭାରମ୍ଭ ହୋଇ ଥିବା ବେଳେ କାହିଁକି ପୂର୍ତ୍ତ ବିଭାଗ ଧ୍ୟାନ ଦେଉ ନାହିଁ ବୋଲି ଶ୍ରୀ ସାହୁ କହିଛନ୍ତି। ବରଗଡ଼ ପ୍ରାଇଭେଟ ବସ ଷ୍ଟାଣ୍ଡ ସହ ସଂଯୋଗ କରୁଥିବା ଏହି ରାସ୍ତା ସବୁ ଦିଗରୁ ଗୁରୁତ୍ୱ ବହନ କରୁଥିବା ବେଳେ ଶୋଚନୀୟ ରାସ୍ତା ଯୋଗୁ ଯାତ୍ରୀ ମାନେ ହଇରାଣ ହେଉଥିବା ଶ୍ରୀ ସାହୁ କହିଛନ୍ତି। ପାଖାପାଖି ୧୪ କୋଟି ଟଙ୍କା ବ୍ୟୟ ଅଟକଳ ରେ ରାସ୍ତା ନିର୍ମାଣ ହେଉଥିବା ସୂଚନା ରହିଛି କିନ୍ତୁ ଏହାର ମନ୍ଥର ଗତି ଯୋଗୁଁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି ତେଣୁ ଏହାକୁ ଶୀଘ୍ର ଶେଷ କରିବାକୁ ଦାବୀ ହୋଇଛି।

3 hrs ago
user_PNC MEDIA
PNC MEDIA
ବରଗଡ଼, ବରଗଡ଼, ଓଡ଼ିଶା•
3 hrs ago

ବରଗଡ- ଭେଡେନ କେନାଲ ରାସ୍ତା କାର୍ଯ୍ୟ କେବେ ସମାପ୍ତ ହେଵ : ଆମ୍ ଆଦମୀ ପାର୍ଟି l ବରଗଡ- ଭେଡେନ କେନାଲ ରାସ୍ତା କାର୍ଯ୍ୟ କେବେ ସମାପ୍ତ ହେଵ : ଆମ୍ ଆଦମୀ ପାର୍ଟି ବରଗଡ଼ : ବରଗଡ- ଭେଡେନ କେନାଲ ରାସ୍ତା ଉନ୍ନତିକରଣ କାର୍ଯ୍ୟ ଏବେ ଠପ ହୋଇ ଯାଇଛି ବୋଲି ଆମ୍ ଆଦମୀ ପାର୍ଟି ଅଭିଯୋଗ କରିଛି। ପୂର୍ତ୍ତ ବିଭାଗ ଦ୍ୱାରା ଏହି କାର୍ଯ୍ୟ କରା ଯାଉ ଥିବା ବେଳେ କାହିଁକି ଏହା ପଡ଼ି ରହିଛି ବୋଲି ରାଜ୍ୟ ସମ୍ପାଦକ ଭବାନୀ ସାହୁ ପ୍ରଶ୍ନ କରିଛନ୍ତି। ଗତ ନଭେମ୍ବର ୨୦ ତାରିଖ ରୁ ଏହି କାର୍ଯ୍ୟ ର ଶୁଭାରମ୍ଭ ହୋଇ ଥିବା ବେଳେ କାହିଁକି ପୂର୍ତ୍ତ ବିଭାଗ ଧ୍ୟାନ ଦେଉ ନାହିଁ ବୋଲି ଶ୍ରୀ ସାହୁ କହିଛନ୍ତି। ବରଗଡ଼ ପ୍ରାଇଭେଟ ବସ ଷ୍ଟାଣ୍ଡ ସହ ସଂଯୋଗ କରୁଥିବା ଏହି ରାସ୍ତା ସବୁ ଦିଗରୁ ଗୁରୁତ୍ୱ ବହନ କରୁଥିବା ବେଳେ ଶୋଚନୀୟ ରାସ୍ତା ଯୋଗୁ ଯାତ୍ରୀ ମାନେ ହଇରାଣ ହେଉଥିବା ଶ୍ରୀ ସାହୁ କହିଛନ୍ତି। ପାଖାପାଖି ୧୪ କୋଟି ଟଙ୍କା ବ୍ୟୟ ଅଟକଳ ରେ ରାସ୍ତା ନିର୍ମାଣ ହେଉଥିବା ସୂଚନା ରହିଛି କିନ୍ତୁ ଏହାର ମନ୍ଥର ଗତି ଯୋଗୁଁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି ତେଣୁ ଏହାକୁ ଶୀଘ୍ର ଶେଷ କରିବାକୁ ଦାବୀ ହୋଇଛି।

More news from ଓଡ଼ିଶା and nearby areas
  • ବରଗଡ- ଭେଡେନ କେନାଲ ରାସ୍ତା କାର୍ଯ୍ୟ କେବେ ସମାପ୍ତ ହେଵ : ଆମ୍ ଆଦମୀ ପାର୍ଟି ବରଗଡ଼ : ବରଗଡ- ଭେଡେନ କେନାଲ ରାସ୍ତା ଉନ୍ନତିକରଣ କାର୍ଯ୍ୟ ଏବେ ଠପ ହୋଇ ଯାଇଛି ବୋଲି ଆମ୍ ଆଦମୀ ପାର୍ଟି ଅଭିଯୋଗ କରିଛି। ପୂର୍ତ୍ତ ବିଭାଗ ଦ୍ୱାରା ଏହି କାର୍ଯ୍ୟ କରା ଯାଉ ଥିବା ବେଳେ କାହିଁକି ଏହା ପଡ଼ି ରହିଛି ବୋଲି ରାଜ୍ୟ ସମ୍ପାଦକ ଭବାନୀ ସାହୁ ପ୍ରଶ୍ନ କରିଛନ୍ତି। ଗତ ନଭେମ୍ବର ୨୦ ତାରିଖ ରୁ ଏହି କାର୍ଯ୍ୟ ର ଶୁଭାରମ୍ଭ ହୋଇ ଥିବା ବେଳେ କାହିଁକି ପୂର୍ତ୍ତ ବିଭାଗ ଧ୍ୟାନ ଦେଉ ନାହିଁ ବୋଲି ଶ୍ରୀ ସାହୁ କହିଛନ୍ତି। ବରଗଡ଼ ପ୍ରାଇଭେଟ ବସ ଷ୍ଟାଣ୍ଡ ସହ ସଂଯୋଗ କରୁଥିବା ଏହି ରାସ୍ତା ସବୁ ଦିଗରୁ ଗୁରୁତ୍ୱ ବହନ କରୁଥିବା ବେଳେ ଶୋଚନୀୟ ରାସ୍ତା ଯୋଗୁ ଯାତ୍ରୀ ମାନେ ହଇରାଣ ହେଉଥିବା ଶ୍ରୀ ସାହୁ କହିଛନ୍ତି। ପାଖାପାଖି ୧୪ କୋଟି ଟଙ୍କା ବ୍ୟୟ ଅଟକଳ ରେ ରାସ୍ତା ନିର୍ମାଣ ହେଉଥିବା ସୂଚନା ରହିଛି କିନ୍ତୁ ଏହାର ମନ୍ଥର ଗତି ଯୋଗୁଁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି ତେଣୁ ଏହାକୁ ଶୀଘ୍ର ଶେଷ କରିବାକୁ ଦାବୀ ହୋଇଛି।
    1
    ବରଗଡ- ଭେଡେନ କେନାଲ ରାସ୍ତା କାର୍ଯ୍ୟ କେବେ ସମାପ୍ତ ହେଵ : ଆମ୍ ଆଦମୀ ପାର୍ଟି
ବରଗଡ଼ : ବରଗଡ- ଭେଡେନ କେନାଲ ରାସ୍ତା ଉନ୍ନତିକରଣ କାର୍ଯ୍ୟ ଏବେ ଠପ ହୋଇ ଯାଇଛି ବୋଲି ଆମ୍ ଆଦମୀ ପାର୍ଟି ଅଭିଯୋଗ କରିଛି। ପୂର୍ତ୍ତ ବିଭାଗ ଦ୍ୱାରା ଏହି କାର୍ଯ୍ୟ କରା ଯାଉ ଥିବା ବେଳେ କାହିଁକି ଏହା ପଡ଼ି ରହିଛି ବୋଲି ରାଜ୍ୟ ସମ୍ପାଦକ ଭବାନୀ ସାହୁ ପ୍ରଶ୍ନ କରିଛନ୍ତି। ଗତ ନଭେମ୍ବର ୨୦ ତାରିଖ ରୁ ଏହି କାର୍ଯ୍ୟ ର ଶୁଭାରମ୍ଭ ହୋଇ ଥିବା ବେଳେ କାହିଁକି ପୂର୍ତ୍ତ ବିଭାଗ ଧ୍ୟାନ ଦେଉ ନାହିଁ ବୋଲି ଶ୍ରୀ ସାହୁ କହିଛନ୍ତି। ବରଗଡ଼ ପ୍ରାଇଭେଟ ବସ ଷ୍ଟାଣ୍ଡ ସହ ସଂଯୋଗ କରୁଥିବା ଏହି ରାସ୍ତା ସବୁ ଦିଗରୁ ଗୁରୁତ୍ୱ ବହନ କରୁଥିବା ବେଳେ ଶୋଚନୀୟ ରାସ୍ତା ଯୋଗୁ ଯାତ୍ରୀ ମାନେ ହଇରାଣ ହେଉଥିବା ଶ୍ରୀ ସାହୁ କହିଛନ୍ତି। ପାଖାପାଖି ୧୪ କୋଟି ଟଙ୍କା ବ୍ୟୟ ଅଟକଳ ରେ ରାସ୍ତା ନିର୍ମାଣ ହେଉଥିବା ସୂଚନା ରହିଛି କିନ୍ତୁ ଏହାର ମନ୍ଥର ଗତି ଯୋଗୁଁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି ତେଣୁ ଏହାକୁ ଶୀଘ୍ର ଶେଷ କରିବାକୁ ଦାବୀ ହୋଇଛି।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    3 hrs ago
  • राउरकेला केवल एक स्टील सिटी नहीं है, यह ओडिशा की महिमा और आधुनिकता का प्रतीक है।" माननीय राष्ट्रपति ने आदिवासी संस्कृति के संरक्षण और शिक्षा के विकास पर अपना मार्गदर्शन दिया।
    1
    राउरकेला केवल एक स्टील सिटी नहीं है, यह ओडिशा की महिमा और आधुनिकता का प्रतीक है।" माननीय राष्ट्रपति ने आदिवासी संस्कृति के संरक्षण और शिक्षा के विकास पर अपना मार्गदर्शन दिया।
    user_Anuj Shrma
    Anuj Shrma
    Voice of people Ainthapali, Sambalpur•
    41 min ago
  • 39th Annual Function Of Belpahar English Medium School, Belpahar
    1
    39th Annual Function Of Belpahar English Medium School, Belpahar
    user_Soubhagya Ranjan Sahu
    Soubhagya Ranjan Sahu
    Belpahar, Jharsuguda•
    20 hrs ago
  • Post by Sonepur news khulasa
    1
    Post by Sonepur news khulasa
    user_Sonepur news khulasa
    Sonepur news khulasa
    Video Creator ସୋନପୁର, ସୋନପୁର, ଓଡ଼ିଶା•
    1 hr ago
  • ସୁବର୍ଣ୍ଣପୁର,୨୨.୦୪.୨୦୨୬: ଆଜିଠାରୁ ସୁବର୍ଣ୍ଣପୁର ଜିଲ୍ଲାର ଅତି ପ୍ରତିକ୍ଷୀତ ହାଇଟେକ ସର୍ଭେ ର ଚୂଡାନ୍ତ ପଟ୍ଟା ବଣ୍ଟନ କାର୍ଯକ୍ରମର ଶୁଭାରମ୍ଭ ହୋଉଛି । ଆଜି ପୂର୍ବାହ୍ନରେ ପ୍ରଥମ ଦିନରେ ଜିଲ୍ଲାର ୬ଟି ତହସିଲରେ ୧୬୦ରୁ ଅଧିକ ପଟ୍ଟା ବଣ୍ଟନ କରାଯାଇଛି।
    6
    ସୁବର୍ଣ୍ଣପୁର,୨୨.୦୪.୨୦୨୬: ଆଜିଠାରୁ ସୁବର୍ଣ୍ଣପୁର ଜିଲ୍ଲାର ଅତି ପ୍ରତିକ୍ଷୀତ ହାଇଟେକ ସର୍ଭେ ର ଚୂଡାନ୍ତ ପଟ୍ଟା ବଣ୍ଟନ କାର୍ଯକ୍ରମର ଶୁଭାରମ୍ଭ ହୋଉଛି । ଆଜି ପୂର୍ବାହ୍ନରେ  ପ୍ରଥମ ଦିନରେ ଜିଲ୍ଲାର ୬ଟି ତହସିଲରେ ୧୬୦ରୁ ଅଧିକ ପଟ୍ଟା ବଣ୍ଟନ କରାଯାଇଛି।
    user_PABITRA BARIHA
    PABITRA BARIHA
    ସୋନପୁର, ସୋନପୁର, ଓଡ଼ିଶା•
    4 hrs ago
  • Post by Pitambar Sahu
    2
    Post by Pitambar Sahu
    user_Pitambar Sahu
    Pitambar Sahu
    Reporter ବୀରମହାରାଜପୁର, ସୋନପୁର, ଓଡ଼ିଶା•
    12 hrs ago
  • ମଣିଷର ଗୋଟିଏ ଛୋଟ ପ୍ରୟାସ ବହୁ ଜୀବଜନ୍ତୁଙ୍କ ଜୀବନ ବଞ୍ଚାଇବାରେ ସହାୟକ ହୋଇଥାଏ | ଧନ୍ୟବାଦ ଛବି ପଧାନ ଯେ କି ଏତେ ଖରାରେ ହନୁମାନ ମାନଙ୍କ ଶୋଷ ମେଣ୍ଟେଇବା ପାଇଁ ଏକ ପ୍ରୟାସ କରିଥିଲେ ଏବଂ ତାହା ସଫଲ ମଧ୍ଯ ହୋଇଥିଲା |
    1
    ମଣିଷର ଗୋଟିଏ ଛୋଟ ପ୍ରୟାସ ବହୁ ଜୀବଜନ୍ତୁଙ୍କ ଜୀବନ ବଞ୍ଚାଇବାରେ ସହାୟକ ହୋଇଥାଏ | ଧନ୍ୟବାଦ ଛବି ପଧାନ  ଯେ କି ଏତେ ଖରାରେ ହନୁମାନ ମାନଙ୍କ ଶୋଷ ମେଣ୍ଟେଇବା ପାଇଁ ଏକ ପ୍ରୟାସ କରିଥିଲେ ଏବଂ ତାହା ସଫଲ ମଧ୍ଯ ହୋଇଥିଲା |
    user_Ajira Samachar
    Ajira Samachar
    Photographer ସୋନପୁର, ସୋନପୁର, ଓଡ଼ିଶା•
    15 hrs ago
  • ମୁଖ୍ୟ ମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୩୩ ଯୋଡ଼ି ଛନ୍ଦି ହେଲେ ବିବାହ ବନ୍ଧନେ ବରଗଡ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ, ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ: ବରଗଡ଼ ସାଂସଦ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇଛି। କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି ଭାବେ ଯୋଗଦେଇ ନବ ଦାମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ। ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା । ସମ୍ମାନିତ ଅତିଥି ଭାବେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସମେତ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ପୂର୍ବତନ ସାଂସଦ ପ୍ରଭାସ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲ୍ଲା ସଭାପତି ଡ଼ ଅରୂପାନନ୍ଦ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଧ୍ୟାରାଣୀ ନେପାକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା, ଅତିରିକ୍ତ ଉଦ୍ୟାନକୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବର ବଧୂଙ୍କୁ ଆଶୀର୍ବାଦ ଦେବା ସହ ଏହି ଯୋଜନାର ସମସ୍ତ ସୁବିଧା ବିଷୟରେ କହିଥିଲେ । ସୂଚନାଯୋଗ୍ୟକି, ଆଜି ବରଗଡ଼ ଜିଲ୍ଲାର ବିିଭିନ୍ନ ବ୍ଲକ୍‌ରୁ ଆସିଥିବା ୩୩ଯୋଡ଼ା ଯୁବକ-ଯୁବତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ । ବିବାହ କରିଥିବା ସମସ୍ତ ୩୩ ଜଣ କନ୍ୟାମାନଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେଥି ମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ୍ ଖାତାକୁ ପଠାଇ ଦିଆଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମହାଶକ୍ତି ଫାଉଣ୍ଡେସନ ଏବଂ ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ତତ୍ତ୍ବାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପର୍ଣ୍ଣ ପରେ ସମସ୍ତ ନବ ବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । ଆଜି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡା ବିଶ୍ୱ ବୈଦିକ ପରିବାର ବିବାହ ସଂସ୍କାର ପରିଚାଳନା କରିଥିବାବେଳେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଏବଂ ମହାଶକ୍ତି ଫାଉଣ୍ଡେସନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।
    1
    ମୁଖ୍ୟ ମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ୩୩ ଯୋଡ଼ି ଛନ୍ଦି ହେଲେ ବିବାହ ବନ୍ଧନେ 
ବରଗଡ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ, ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ: ବରଗଡ଼ ସାଂସଦ
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ମାଧ୍ୟମରେ ଆଜି ରାଜ୍ୟର ୨୭ଟି ଜିଲ୍ଲାରେ ୧,୦୦୦ରୁ ଉର୍ଦ୍ଧ୍ୱ କନ୍ୟାଙ୍କ ସାମୂହିକ ବିବାହ ଅନୁଷ୍ଠିତ ହୋଇଛି । ଏହି କ୍ରମରେ ଆଜି ବରଗଡ଼ ଜିଲ୍ଲା ମୁଖ୍ୟାଳୟ ସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲ୍ଲା ସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇଛି। 
କାର୍ଯ୍ୟକ୍ରମରେ ମାନ୍ୟବର ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ମୁଖ୍ୟଅତିଥି ଭାବେ ଯୋଗଦେଇ ନବ ଦାମ୍ପତୀଙ୍କୁ ଆଶୀର୍ବାଦ ଦେଇ କହିଥିଲେ ଯେ,ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସରକାରୀ ସହାୟତା ନୁହେଁ, ଏହା ବାଲ୍ୟବିବାହ ବିରୋଧରେ ଏକ ସଂକଳ୍ପ। ଯୌତୁକ ପ୍ରଥା ବିରୋଧରେ ଏକ ସାମାଜିକ ସନ୍ଦେଶ ଓ କନ୍ୟାମାନଙ୍କ ସମ୍ମାନକୁ ସୁନିଶ୍ଚିତ କରିବାର ଏକ ଦୃଢ଼ ପଦକ୍ଷେପ। ଏହି ଯୋଜନା କେବଳ ବିବାହ ଉତ୍ସବ ନୁହେଁ, ବରଂ ସାମାଜିକ ସୁରକ୍ଷା ଏବଂ ଲିଙ୍ଗଗତ ସମାନତା ଦିଗରେ ଓଡ଼ିଶା ସରକାରଙ୍କ ଏକ ଦୃଢ଼ ସଂକଳ୍ପ। ବିଧବା ବିବାହକୁ ପ୍ରୋତ୍ସାହନ ଦେବା ହେଉଛି ଏହି ଯୋଜନାର ସ୍ୱତନ୍ତ୍ର ବିଶେଷତା  ।
ସମ୍ମାନିତ ଅତିଥି ଭାବେ ମାନ୍ୟବର ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ସମେତ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ଅତିରିକ୍ତ ଜିଲ୍ଲାପାଳ ମଧୁଛନ୍ଦା ସାହୁ, ପୂର୍ବତନ ସାଂସଦ ପ୍ରଭାସ ସିଂ, ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ, ଜିଲ୍ଲା ସଭାପତି ଡ଼ ଅରୂପାନନ୍ଦ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସଂଧ୍ୟାରାଣୀ ନେପାକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା, ଅତିରିକ୍ତ ଉଦ୍ୟାନକୃଷି ନିର୍ଦ୍ଦେଶକ ଗୋବିନ୍ଦ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ବର ବଧୂଙ୍କୁ ଆଶୀର୍ବାଦ ଦେବା ସହ ଏହି ଯୋଜନାର ସମସ୍ତ ସୁବିଧା ବିଷୟରେ କହିଥିଲେ ।
ସୂଚନାଯୋଗ୍ୟକି, ଆଜି ବରଗଡ଼ ଜିଲ୍ଲାର ବିିଭିନ୍ନ ବ୍ଲକ୍‌ରୁ ଆସିଥିବା ୩୩ଯୋଡ଼ା ଯୁବକ-ଯୁବତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଅନୁସୂଚିତ ଜାତି, ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗର ବରକନ୍ୟା ରହିଥିଲେ । ବିବାହ କରିଥିବା ସମସ୍ତ ୩୩ ଜଣ କନ୍ୟାମାନଙ୍କୁ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ସେଥି ମଧ୍ୟରୁ ୪୫ ହଜାର ଟଙ୍କା ସିଧାସଳଖ କନ୍ୟାମାନଙ୍କ ବ୍ୟାଙ୍କ୍ ଖାତାକୁ ପଠାଇ ଦିଆଯାଉଥିବା ବେଳେ ଅବଶିଷ୍ଟ ୧୫ ହଜାର ଟଙ୍କା ବିବାହ ଆୟୋଜନ ଓ ପରିଚାଳନା ନିମନ୍ତେ ଖର୍ଚ୍ଚ କରାଯାଉଛି। ଏହି ସମ୍ପୂର୍ଣ୍ଣ ପ୍ରକ୍ରିୟା ମହାଶକ୍ତି ଫାଉଣ୍ଡେସନ ଏବଂ ଜିଲ୍ଲା ପ୍ରଶାସନ ତଥା ମହିଳା ଓ ଶିଶୁ ବିକାଶ ବିଭାଗର ତତ୍ତ୍ବାବଧାନରେ ସମ୍ପାଦିତ ହୋଇଛି। ବିବାହ ସମ୍ପର୍ଣ୍ଣ ପରେ ସମସ୍ତ ନବ ବିବାହିତ ଦମ୍ପତି ଯୌତୁକ ପ୍ରଥା ବିରୋଧରେ ପ୍ରତିଜ୍ଞା ନେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । 
ଆଜି ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାୟଗଡା ବିଶ୍ୱ ବୈଦିକ ପରିବାର ବିବାହ ସଂସ୍କାର ପରିଚାଳନା କରିଥିବାବେଳେ ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଏବଂ ମହାଶକ୍ତି ଫାଉଣ୍ଡେସନର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।
    user_PNC MEDIA
    PNC MEDIA
    ବରଗଡ଼, ବରଗଡ଼, ଓଡ଼ିଶା•
    23 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.