logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗାୟତ୍ରୀ ଆବାସିକ ଶିକ୍ଷା ନିକେତନର ୧୪ତମ ବାର୍ଷିକୋତ୍ସବ ରବିବାର ଦିନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ଗାୟତ୍ରୀ ଆବାସିକ ଶିକ୍ଷା ନିକେତନର ୧୪ତମ ବାର୍ଷିକୋତ୍ସବ ରବିବାର ଦିନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ #latestnews #updatenews #apanankakhabara #odishanews #odisha

4 hrs ago
user_Apananka Khabara
Apananka Khabara
Local News Reporter Cuttack (M.Corp.) P.S, Odisha•
4 hrs ago

ଗାୟତ୍ରୀ ଆବାସିକ ଶିକ୍ଷା ନିକେତନର ୧୪ତମ ବାର୍ଷିକୋତ୍ସବ ରବିବାର ଦିନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ଗାୟତ୍ରୀ ଆବାସିକ ଶିକ୍ଷା ନିକେତନର ୧୪ତମ ବାର୍ଷିକୋତ୍ସବ ରବିବାର ଦିନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ #latestnews #updatenews #apanankakhabara #odishanews #odisha

More news from Odisha and nearby areas
  • ସର୍ବ ଭାରତୀୟ ସ୍ତରରେ ଗୋମାତାଙ୍କୁ ସେବା ସୁରକ୍ଷା ଓ ସମ୍ମାନ ଦୃଷ୍ଟିରୁ ଦେଶର ୫୧୦୦ ତହସିଲରେ ଦସ୍ତଖତ ଅଭିଯାନ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    1
    ସର୍ବ ଭାରତୀୟ ସ୍ତରରେ ଗୋମାତାଙ୍କୁ ସେବା ସୁରକ୍ଷା ଓ ସମ୍ମାନ ଦୃଷ୍ଟିରୁ ଦେଶର ୫୧୦୦ ତହସିଲରେ ଦସ୍ତଖତ ଅଭିଯାନ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    user_Apananka Khabara
    Apananka Khabara
    Local News Reporter Cuttack (M.Corp.) P.S, Odisha•
    3 hrs ago
  • ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଉତ୍ତରପ୍ରଦେଶର ଚର୍ଚ୍ଚିତ ଏବଂ ଏନକାଉଣ୍ଟର ସ୍ପେଶାଲିଷ୍ଟ ଆଇପିଏସ୍ ଅଧିକାରୀ ଅଜୟ ପାଲଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି । ନିର୍ବାଚନରେ ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ ଅଜୟ ପାଲ ଅସାମାଜିକ ତତ୍ତ୍ୱଙ୍କୁ ଚେତାବନୀ ଦେଇଛନ୍ତି । ଏମିତି କି ଟିଏମସି ପ୍ରାର୍ଥୀ ଜହାଙ୍ଗୀର ଖାନଙ୍କୁ ମଧ୍ୟ ଚେତାବନୀ ଦେଇ କହିଛନ୍ତି ଯଦି ତୁମ ଲୋକ କେହି ଡରାନ୍ତି କିମ୍ବା ଧମକାନ୍ତି ତେବେ ଭଲ ଭାବେ ଖବର ନେବୁ ।
    1
    ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ସମୟରେ ଉତ୍ତରପ୍ରଦେଶର ଚର୍ଚ୍ଚିତ ଏବଂ ଏନକାଉଣ୍ଟର ସ୍ପେଶାଲିଷ୍ଟ ଆଇପିଏସ୍ ଅଧିକାରୀ ଅଜୟ ପାଲଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି । ନିର୍ବାଚନରେ ପର୍ଯ୍ୟବେକ୍ଷକ ଭାବେ ନିୟୋଜିତ ଅଜୟ ପାଲ ଅସାମାଜିକ ତତ୍ତ୍ୱଙ୍କୁ ଚେତାବନୀ ଦେଇଛନ୍ତି । ଏମିତି କି ଟିଏମସି ପ୍ରାର୍ଥୀ ଜହାଙ୍ଗୀର ଖାନଙ୍କୁ ମଧ୍ୟ ଚେତାବନୀ ଦେଇ କହିଛନ୍ତି ଯଦି ତୁମ ଲୋକ କେହି ଡରାନ୍ତି କିମ୍ବା ଧମକାନ୍ତି ତେବେ ଭଲ ଭାବେ ଖବର ନେବୁ ।
    user_Amrit Prasad Das
    Amrit Prasad Das
    Social worker କଟକ (ଏମ୍.କର୍ପ.) ପି.ଏସ୍., କଟକ, ଓଡ଼ିଶା•
    6 hrs ago
  • Post by SOUMYA RANJAN
    1
    Post by SOUMYA RANJAN
    user_SOUMYA RANJAN
    SOUMYA RANJAN
    Extended stay hotel Balianta, Khordha•
    4 hrs ago
  • ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭିତରେ ସାପ । ଜିଲ୍ଲା ମେଡିକାଲର ମୁଖ୍ୟ ପ୍ରବେଶ ଦ୍ବାର ନିକଟରେ ଥିବା ଗଣେଶ ମୂର୍ତ୍ତି ନିକଟରେ ଏକ ବିରାଟ ବିଶାକ୍ତ ନାଗ ସାପ ବୁଲୁଥିବା ରୋଗୀ ମାନେ ଦେଖିବାକୁ ପାଇଥିଲେ । ମେଡିକାଲ କେମ୍ପସ ଭିତରେ ଆତଙ୍କ ଖେଳିଯିବା ପରେ ଚିକିତ୍ସାଳୟ କତ୍ତୃପକ୍ଷ ତୁରନ୍ତ ସ୍ନେକ ହେଲ୍ପ ଲାଇନ୍ କୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନ୍ ସଦସ୍ୟ ମାନେ ମେଡିକାଲ ପହଞ୍ଚି ସାପଟିକୁ ଉଦ୍ଧାର କରି ଜଙ୍ଗଲରେ ନେଇ ଛାଡି ଦେଇଛନ୍ତି । ମାଲକାନଗିରି ସହରର ଚାରିପଟେ ଥିବା ପାହାଡ଼ ଜଙ୍ଗଲ ଏବେ ଗ୍ରୀଷ୍ମ ରେ ତାତି ଥିବା ବେଳେ ବନ୍ୟ ଜନ୍ତୁ ସହର ମୁହା ହୋଇଥିବା ମେଡିକାଲ ମ୍ଯାନେଜର କହିଛନ୍ତି ।
    2
    ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭିତରେ ସାପ । ଜିଲ୍ଲା ମେଡିକାଲର ମୁଖ୍ୟ ପ୍ରବେଶ ଦ୍ବାର ନିକଟରେ ଥିବା ଗଣେଶ ମୂର୍ତ୍ତି ନିକଟରେ ଏକ ବିରାଟ ବିଶାକ୍ତ ନାଗ ସାପ ବୁଲୁଥିବା ରୋଗୀ ମାନେ ଦେଖିବାକୁ ପାଇଥିଲେ । ମେଡିକାଲ କେମ୍ପସ ଭିତରେ ଆତଙ୍କ ଖେଳିଯିବା ପରେ ଚିକିତ୍ସାଳୟ କତ୍ତୃପକ୍ଷ ତୁରନ୍ତ ସ୍ନେକ ହେଲ୍ପ ଲାଇନ୍ କୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନ୍ ସଦସ୍ୟ ମାନେ ମେଡିକାଲ ପହଞ୍ଚି ସାପଟିକୁ ଉଦ୍ଧାର କରି ଜଙ୍ଗଲରେ ନେଇ ଛାଡି ଦେଇଛନ୍ତି । ମାଲକାନଗିରି ସହରର ଚାରିପଟେ ଥିବା ପାହାଡ଼ ଜଙ୍ଗଲ ଏବେ ଗ୍ରୀଷ୍ମ ରେ ତାତି ଥିବା ବେଳେ ବନ୍ୟ ଜନ୍ତୁ ସହର ମୁହା ହୋଇଥିବା ମେଡିକାଲ ମ୍ଯାନେଜର କହିଛନ୍ତି ।
    user_Sibanava Panda
    Sibanava Panda
    Local News Reporter ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    5 hrs ago
  • Post by NEWS MANORANJAN
    1
    Post by NEWS  MANORANJAN
    user_NEWS  MANORANJAN
    NEWS MANORANJAN
    ଭୁବନେଶ୍ୱର, ଖୋର୍ଦ୍ଧା, ଓଡ଼ିଶା•
    19 hrs ago
  • ରାଜ୍ୟ ଓଡ଼ିଶା ବ୍ଲକ ବାଲିଅନ୍ତା ଜିଲ୍ଲା ଖୋର୍ଦ୍ଧା ଗ୍ରାମପଞ୍ଚାୟତ ପ୍ରତାପରୁଦ୍ର ପୁର ପତୁରିଆ ଛକ ନିକଟରେ ଖୋଲାଜାଇଛି ନୂଆ ଦୋକାନ ରିହାତିରେ ମିଳୁଛି ସାମଗ୍ରୀ ଏହାର ସୁଜୋ ଗ ନିଅନ୍ତୁ ତା ୨୮/୪/୨୦୨୬ ସମାଜସେବୀ କ୍ଷୀରୋଦ ଚନ୍ଦ୍ରପଣ୍ଡା
    1
    ରାଜ୍ୟ ଓଡ଼ିଶା ବ୍ଲକ ବାଲିଅନ୍ତା ଜିଲ୍ଲା ଖୋର୍ଦ୍ଧା ଗ୍ରାମପଞ୍ଚାୟତ ପ୍ରତାପରୁଦ୍ର ପୁର  ପତୁରିଆ ଛକ ନିକଟରେ ଖୋଲାଜାଇଛି ନୂଆ ଦୋକାନ ରିହାତିରେ ମିଳୁଛି   ସାମଗ୍ରୀ ଏହାର ସୁଜୋ ଗ ନିଅନ୍ତୁ ତା ୨୮/୪/୨୦୨୬ ସମାଜସେବୀ କ୍ଷୀରୋଦ ଚନ୍ଦ୍ରପଣ୍ଡା
    user_KSHIROD CHANDRA PANDA
    KSHIROD CHANDRA PANDA
    ବାଲିଅନ୍ତା, ଖୋର୍ଦ୍ଧା, ଓଡ଼ିଶା•
    22 hrs ago
  • Post by Styles Alok Vlogs
    1
    Post by Styles Alok Vlogs
    user_Styles Alok Vlogs
    Styles Alok Vlogs
    Gobindpur, Cuttack•
    8 hrs ago
  • ଆର୍ଥିକ ବର୍ଷ ୨୦୨୫-୨୬ ଅନ୍ତର୍ଗତ ଧାନ ପର୍ବତୀ ପଡ଼ିଆ ଜମିର ପରିଚାଳନା ଯୋଜନାରେ ଆଜି ଦୁବୁଲା ସମବାୟ ସମିତିରେ କ୍ଷେତ୍ର ଦିବସ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    1
    ଆର୍ଥିକ ବର୍ଷ ୨୦୨୫-୨୬ ଅନ୍ତର୍ଗତ ଧାନ ପର୍ବତୀ ପଡ଼ିଆ ଜମିର  ପରିଚାଳନା ଯୋଜନାରେ ଆଜି ଦୁବୁଲା ସମବାୟ ସମିତିରେ କ୍ଷେତ୍ର ଦିବସ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ #LatestNews #UpdateNews #apanankakhabara #news #OdishaNews #Odisha
    user_Apananka Khabara
    Apananka Khabara
    Local News Reporter Cuttack (M.Corp.) P.S, Odisha•
    3 hrs ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.