logo
Shuru
Apke Nagar Ki App…
  • Latest News
  • News
  • Politics
  • Elections
  • Viral
  • Astrology
  • Horoscope in Hindi
  • Horoscope in English
  • Latest Political News
logo
Shuru
Apke Nagar Ki App…

ଗଞ୍ଜାମ ଜିଲ୍ଲା #ପଞ୍ଚାୟତ_ନିର୍ବାଚନ_ପୂର୍ବରୁ_ରାଜନୈତିକ_ହିଂସା ହିଞ୍ଜିଳିକାଟୁ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଳକ ପରିସରରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢ଼େ ୪ ଟା ରେ ଶେରଗଡ଼ ବ୍ଲକ ଚେୟାରମେନ କୃଷ୍ଣ ଚନ୍ଦ୍ର ନାୟକ ଙ୍କୁ କିଛି ବ୍ୟକ୍ତି ଠେଙ୍ଗା, ଖଣ୍ଡା, କାତି ପ୍ରଭୃତି ମାରଣାସ୍ତ୍ର ଧରି ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଆକ୍ରମଣରେ ଚେୟାରମେନ କୃଷ୍ଣ ଚନ୍ଦ୍ର ଗୁରୁତର ଆହାତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ଶେରଗଡ଼ ମେଡିକାଲ ଓ ପରେ ବ୍ରହ୍ମପୁର ବଡ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ସଂଘବଦ୍ଧ ଆକ୍ରମଣ କରି ଅଭିଯୁକ୍ତ ମାନେ ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡ଼ିଛି। ନିର୍ବାଚନ ପୂର୍ବରୁ ରାଜନୈତିକ ହିଂସା ପାଇଁ ଶେରଗଡ଼ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।ଶେରଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟ ପକ୍ଷରେ ହିଞ୍ଜିଳିକାଟୁ ପୋଲିସ ହିଞ୍ଜିଳିକାଟୁ ଜିଲ୍ଲା ବିଜେପି କାର୍ଯ୍ୟାଳୟ ରୁ ଶେରଗଡ଼ ବିଜେପି ମଣ୍ଡଳ ସଭାପତି ଜିତୁ ମଣ୍ଡଳ କୁ ଗିରଫ କରିଛି ପୋଲିସ। ଗଣେଶ ପାଣିଗ୍ରାହୀ ରିପୋର୍ଟ

2 hrs ago
user_GANESH PANlGRAHl
GANESH PANlGRAHl
ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
2 hrs ago
58e34e22-f316-4272-a8f3-b1699255da96

More news from ଓଡ଼ିଶା and nearby areas
  • ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | ଗଣେଶ ପାଣିଗ୍ରାହୀ ବରାଡ଼ବିଲି 10/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | 
ଗଣେଶ ପାଣିଗ୍ରାହୀ  ବରାଡ଼ବିଲି 10/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି   ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ  ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି  ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | 
ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    33 min ago

    34 min ago
  • ଧରଣୀକୁ ଅତ୍ୟାଚାର କରିବା ବନ୍ଦ କର ନଚେତ୍ ସବୁକିଛି ଧ୍ଵଂସ ହୋଇଯିବ #viral #important #news #latest #update #viral #content #odisha
    1
    ଧରଣୀକୁ ଅତ୍ୟାଚାର କରିବା ବନ୍ଦ କର ନଚେତ୍ ସବୁକିଛି ଧ୍ଵଂସ ହୋଇଯିବ 
#viral
#important
#news
#latest
#update
#viral
#content
#odisha
    user_Utkal Gourav
    Utkal Gourav
    Media company ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    15 hrs ago
  • Post by Ansubhai Pandey
    1
    Post by Ansubhai Pandey
    user_Ansubhai Pandey
    Ansubhai Pandey
    ମୋହନା, ଗଜପତି, ଓଡ଼ିଶା•
    21 hrs ago
  • ଆରମ୍ଭ ହେଲା ମା’ ତାରାତାରିଣୀଙ୍କ ପବିତ୍ର ଚୈତ୍ର ଯାତ୍ରା | ପ୍ରଥମ ପାଳିରେ ଭକ୍ତମାନଙ୍କ ଅପାର ଭିଡ, ଶକ୍ତିପୀଠରେ ଭକ୍ତିମୟ ପରିବେଶ #live_odisha_news_update #published_from
    1
    ଆରମ୍ଭ ହେଲା ମା’ ତାରାତାରିଣୀଙ୍କ ପବିତ୍ର ଚୈତ୍ର ଯାତ୍ରା | ପ୍ରଥମ ପାଳିରେ ଭକ୍ତମାନଙ୍କ ଅପାର ଭିଡ, ଶକ୍ତିପୀଠରେ ଭକ୍ତିମୟ ପରିବେଶ
#live_odisha_news_update #published_from
    user_Live Odisha NewsUpdate District reporter
    Live Odisha NewsUpdate District reporter
    Court reporter ବ୍ରହ୍ମପୁର, ଗଞ୍ଜାମ, ଓଡ଼ିଶା•
    16 hrs ago
  • ପୂର୍ବ ଅଭିଯୋଗ ଶୁଣାଣି ଶିବିର ରେ କେତେ ଅଭିଯୋଗ ସମାଧାନ ହେଲା? କହିପାରୁ ନାହାଁନ୍ତି ଅଧିକାରୀ। ପୂର୍ବ ଜନ ଅଭିଯୋଗ ଶୁଣାଣି ଶିବିର ରେ ସମସ୍ୟା ର ସମଧାନ ହେଉ ନ ଥିବା ଅଭିଯୋଗ। ଉତ୍ତର ଦେଇ ପାରୁ ନାହାଁନ୍ତି ଅଧିକାରୀ।
    1
    ପୂର୍ବ ଅଭିଯୋଗ ଶୁଣାଣି ଶିବିର ରେ କେତେ ଅଭିଯୋଗ ସମାଧାନ ହେଲା? କହିପାରୁ ନାହାଁନ୍ତି ଅଧିକାରୀ।
ପୂର୍ବ ଜନ ଅଭିଯୋଗ ଶୁଣାଣି ଶିବିର ରେ ସମସ୍ୟା ର ସମଧାନ ହେଉ ନ ଥିବା ଅଭିଯୋଗ।
ଉତ୍ତର ଦେଇ ପାରୁ ନାହାଁନ୍ତି ଅଧିକାରୀ।
    user_GUMMA UPDATE NEWS
    GUMMA UPDATE NEWS
    ସାମ୍ବାଦିକ ସେରଙ୍ଗୋ, ଗଜପତି, ଓଡ଼ିଶା•
    19 hrs ago
  • Post by Utkal sib
    1
    Post by Utkal sib
    user_Utkal sib
    Utkal sib
    ସାମ୍ବାଦିକ ରଣପୁର, ନୟାଗଡ଼, ଓଡ଼ିଶା•
    21 hrs ago
  • ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | ଗଣେଶ ପାଣିଗ୍ରାହୀ ବରାଡ଼ବିଲି 6/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    1
    ବରଡାବିଲି ଜଳ ସମସ୍ୟା ସମାଧାନ ନହେଲେ ଆନ୍ଦୋଳନ ଚେତାବନୀ | 
ଗଣେଶ ପାଣିଗ୍ରାହୀ  ବରାଡ଼ବିଲି 6/3/26 :-ଧରାକୋଟ ଅନ୍ତର୍ଗତ ବରଡାବିଲି ନୁଆଁ ସହି   ଦୀର୍ଘ ଦିନ ହେଲା ଉତ୍କଟ ପାନୀୟ ଜଳ ସମସ୍ୟାରେ ଛନ୍ଦି ହୋଇ ରହିଛନ୍ତି ୧୩୦ ପରିବାର ଲୋକେ | ଗ୍ରାମଟି ସୋରଡ଼ା ଓ ଆସ୍କାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଉପରେ ଥିଲେବି ପ୍ରଶାସନର ନଜର ପଡୁନଥିବା କହିଛନ୍ତି ଗ୍ରାମବାସୀ | ବରଡାବିଲି ନୁଆଁସାହି ବାସି ସରକାରଙ୍କ କି ଦୋଷ କରିଛନ୍ତି କାହିଁକି ଜଳ କଷ୍ଟ ଭଳି ଦଣ୍ଡ ମିଳୁଛି ସେମାନଙ୍କୁ ? କିଏ ଦେବା ଏହାର ଉତ୍ତର ବୋଲି ପ୍ରଶ୍ନ କଲେ ସ୍ଥାନୀୟ ବାସି | ଗ୍ରାମବାସୀଙ୍କ ଏକ ମାତ୍ର ଭରସା ନିକଟରେ ଥିବା ଋଷୁକୁଲ୍ୟ ନଦୀ ଉପରେ | କିନ୍ତୁ  ଅନେକ ସମୟରେ ବିଭିର୍ନ ପ୍ରକାର ମୃତ ଜୀବଜନ୍ତୁ, ଅଳିଆ ଆବର୍ଜନା ଭାସି ଆସୁଛି ଓ ବର୍ଷ ଦିନେ ନଦୀରେ ଗୋଳିଆ ପାଣି ଆସୁଥିବାରୁ ଚୁଆଁ ଖୋଳି ଗୋଲୀ ପାଣି ଆଣି ପିଇବା ପାଇଁ ବାଧ୍ୟ ହେଉଛନ୍ତି ବୋଲି କହିଥିଲେ ଗ୍ରାମବାସୀ |ଗାଁର ମହିଳା ମାନେ ପ୍ରାୟ ଏକ କିଲୋମଟର ଦୂର ପାଦରେ ଚାଲି ଚାଲି ବର୍ଷ ତମାମ ମୁଣ୍ଡରେ ପାଣି ଆଣି ଘରର ତମାମ କାର୍ଯ୍ୟରେ ଲଗାଇବା ପାଇଁ ବାଧ୍ୟ୍ୟ | ସରକାରଙ୍କ ଯୋଜନା ମଧ୍ୟରେ ହରଘର ନଳ ମାତ୍ର ଏହି  ଗାଁ ପାଇଁ ନଥିଲା ଭଳି ଜଣାପଡୁଛି |ନିକଟରେ ଥିବା ଟାଟା କଲୋନୀ ପାଇଁ ସରହର ଏହି ଗାଁ ଭିତର ଦେଇ ନଦୀରୁ ବସୁଧା ଯୋଜନା ମାଧ୍ୟମରେ ପାଣି ଯୋଗାଇ ଦେଇଥିବା ବେଳେ ଏହି ଗ୍ରାମ ପ୍ରତି ଏଭଳି ମନ ଭାବ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିବା ଜଣାପଡିଛି |ବୋଧେ ସରକାରଙ୍କ ଆନ୍ତରିକତା ଥିଲେବି ସ୍ଥାନୀୟ ପ୍ରଶାସନର ଆନ୍ତରିକତା ନଥିବା ଭଳି ଜଣାପଡୁଥିବା ଚର୍ଚା |ଆଗକୁ ଖରାଦିନ ଆସୁଥିବା ବେଳେ ପାଣି ପାଇଁ ଡହଳ ବିକଳ ହୋଇ ଲୋକେ ଆକ୍ରୋଶ ଚରମ ସୀମାରେ ଶୁଣାଇଦେଲେ ଚରମ ବାଣୀ | ଯଦି ଘର ପର୍ଯ୍ୟନ୍ତ ପିଇବା ପାଣି ସରକାର ନଯୋଗାଇ ଦେବେ ହେବ ରାସ୍ତା ରୋକ |ଆଗାମୀ ପଞ୍ଚାୟତ ନିର୍ବାଚନରେ ହେବ ଭୋଟ ବର୍ଜନ କରିବା ଭଳି ନିଷ୍ପତି ନେଇଥିବା କହିଥିଲେ | 
ଧରାକୋଟରୁ ଗଣେଶ ପାଣିଗ୍ରାହୀ ରିପୋର୍ଟ
    user_GANESH PANlGRAHl
    GANESH PANlGRAHl
    ସାମ୍ବାଦିକ ଧରାକୋଟେ, ଗଞ୍ଜାମ, ଓଡ଼ିଶା•
    1 hr ago
View latest news on Shuru App
Download_Android
  • Terms & Conditions
  • Career
  • Privacy Policy
  • Blogs
Shuru, a product of Close App Private Limited.